-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-

28-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଗତ  ୨୭ ତାରିଖ ରୁ ୨୯  ସେପ୍ଟେମ୍ବର ଯାଏ ସୋନପୁର ବ୍ଳକ ର ୨୪୦ ଟି ଓ ସୁବର୍ଣ୍ଣପୁର ଜିଲ୍ଲା ର ୧୫୫୬  ଟି  ଅଙ୍ଗନ୍ ୱାଡି ସେଣ୍ଟର ରେ ଅlଙ୍ଗନ କl  ଉତ୍ସବ ସେବା ସଂକଳ୍ପ ଅଭିଯାନ ପାଳନଆରମ୍ଭ କରା ଯାଇଛି l ଗତ କାଲି ଅଙ୍ଗନ୍ ୱାଡି ସେଣ୍ଟର ର ପ୍ରତ୍ୟେକ ପରିବାର ସଦସ୍ୟ ଙ୍କ ଦ୍ଵାରା "ରେ ସି ପି" ପ୍ରଦର୍ଶନ ପିଠା ପଣା ପ୍ରସ୍ତୁତି ଓ ବାପା ମାଆ ମାନଙ୍କ ପାଇଁ "ରେସିପି" ପ୍ରତି ଯୋଗୀତା ଅନୁଷ୍ଟିତ ହୋଇଥିଲା l ଏବଂ ଏ ଉତ୍ସଵ ର ଦ୍ୱିତୀୟ ଦିବସ ରେ କୁନି କୁନି ଛୁଆ ଙ୍କ ଖେଳ ଚିତ୍ରାଙ୍କନ ନାଚ ଗୀତ ଇତ୍ଯାଦି କାର୍ଯ୍ଯ କ୍ରମ ସବୁ ଅଂଗନ୍ ୱାଡି ସେଣ୍ଟର ରେ ଅନୁଷ୍ଟିତ ହୋଇଥିବା ବେଳେ ଏହି ପରିପେକ୍ଷୀରେ କମ୍ୟୁନିଟୀ ସେଣ୍ଟର ର ସଦସ୍ୟ, ସୁପର୍ ଭାଇଜର ସି ଡି ପି ଓ ପ୍ରମୁଖ ଯୋଗ ଦାନ କରିଥିଲେ l ପ୍ରତ୍ୟେକ ଶିଶୁ ଙ୍କୁ ପ୍ୟାକେଜ ଲସି ଫଳ ଓ ମାଣ୍ଡିଆ କୁକିଜ ପ୍ରଦାନ କରା ଯାଇଥିଲା l ଅଜା ଆଈ ମାନେ ମୋଡେଲ ଶିକ୍ଷା ଉପରେ ବିଭିନ୍ନ ଗପ କହି ଶିଶୁ ଙ୍କୁ ଖୁସି କରାଇ ଥିଲେ l ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ସୋନପୁର ଦ୍ଵାରା ଆୟୋଜିତ ଏହି କାର୍ଯ୍ୟକ୍ରମ  ୨୯ ତାରିଖ ଯାଏ  ବିଭିନ୍ନ କାର୍ଯ୍ଯ କ୍ରମ ଚାଲିବ ବୋଲି ପ୍ରକଲ୍ପ ଅଧିକାରୀ ସୂଚନା ଦେଇଛନ୍ତି l  ସୋନପୁର ବ୍ଲକ ରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ସାଗରିକା ସ୍ୱାଇଁ ଙ୍କ ତତ୍ତ୍ଵl ବଧାନ ରେ ଏଵଂ ଜିଲ୍ଲା ରେ ଡି ଏସ ଡ଼ବ୍ଲୁ ଓ ବୀଣାପାଣି ମିଶ୍ର ଙ୍କ ତତ୍ୱା ବଧାନ ରେ ଏହି ଉତ୍ସବ ର ସମସ୍ତ କାର୍ଯ୍ଯ କ୍ରମ ପରି ଚାଲଣା କରା ଯାଉଥିବା ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା