-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

28-Sep-2026



 ଲୋଇସିଂହା କୁ ହରାଇ ତେତେଲଖୁଣ୍ଟି ଚମ୍ପିୟାନ 


ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ଦିଗଶିରା ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଅଙ୍ଗନଦୀ ନିକଟ ଖେଳ ପଡ଼ିଆରେ ରବିବାର ଏକଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି | ଏଥିରେ ଖଇରମାଲ, ଖରମୁଣ୍ଡା, ଲୋଇସିଂହା, ସୋନପୁର ୧୦୮ ଏଫସି, ବଲାଙ୍ଗୀର ବ୍ଲୁ ଟାଇଗର, ତେତେଲଖୁଣ୍ଟି, ରାଜଆଗଲପୁର ଇଲେଭେନ ଷ୍ଟାର ଓ ବୌଦ୍ଧ ଜୟ ଦୁର୍ଗା ଏଫସି ମୋଟ ୮ ଗୋଟି ଦଳ ଅଂଶଗ୍ରହଣ କରି ଫୁଟବଲ ଖେଳିଥିଲେ |ଫାଇନାଲ ମେଚ୍ୟାରେ ଲୋଇସିଂହା ଦଳ ଓ ତେତେଲଖୁଣ୍ଟି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା |ଲୋଇସିଂହା କୁ ହରାଇ ତେତେଲଖୁଣ୍ଟି ଦଳ ବିଜୟ ହୋଇ ଚମ୍ପିୟାନ ହୋଇଥିଲା |ଫୁଟବଲ ଖେଳକୁ ସୁରେଶ ନାଏକ, ରଘୁନାଥ ସେଠୀ, ସୁଦାଂଶୁ ସେଠ୍ (ନାଟୁ ), ଓ କରୁଣାକର ପଧାନ ରେଫରୀ ଭାବେ ଯୋଗଦେଇ ଖେଳପରିଚାଳନା କରିଥିଲେ |ଉଦଘାଟନ ଉତ୍ସବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଖେଳକୁ ଦିଗଶିରା ସରପଞ୍ଚଙ୍କ ପ୍ରତିନିଧି ଲବ ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ |ସମ୍ମାନିତ ଅତିଥି ଭାବେ ସୁନାପାଲି ସରପଞ୍ଚଙ୍କ ପ୍ରତିନିଧି ଭଜମନ ସେଠ୍,ଦିଗଶିରା ସମିତି ସଭ୍ୟାଙ୍କ ପ୍ରତିନିଧି ପ୍ରଦୀପ ମହାନନ୍ଦ,ପୂର୍ବତନ ଫୁଟବଲ ଖେଳାଳି ଗୁଣନିଧି ଭୁକ୍ତା, ଅରକ୍ଷୀ ମେହେର, ସମାଜସେବୀ ରମେଶ ମେହେର, ରଞ୍ଜନ କୁମାର ଆଚାର୍ଯ୍ୟ, ପୂର୍ବତନ ସରପଞ୍ଚ  ବିଜୟ କୁମାର ବେହେରା,ଯୋଗଦେଇ ଥିଲେ |ପରବର୍ତ୍ତୀ ଫୁଟବଲ ଖେଳ  ଫାଇନାଲ ମେଚ୍ୟା  ଉଦଯାପନୀ ଉତ୍ସବ ଖେଳ ଲୋଇସିଂହା ଓ ତେତେଲଖୁଣ୍ଟି ମଧ୍ୟରେ ଅନୁଷ୍ଠିତ ହୋଇଥିଲା |ଲୋଇସିଂହା ଦଳ କୁ ୨ ଗୋଲ ଦେଇ ତେତେଲଖୁଣ୍ଟି ଦଳ ବିଜୟୀ ହୋଇଥିଲେ| ଉଦଯାପନୀ ଦିବସର ଖେଳ ଉତ୍ସବରେ ଆଜାଦ ଫୁଟବଲ ଏସୋସିଏସନର ଉପଦେଷ୍ଟା ତଥା ପୂର୍ବତନ ୱାର୍ଡ ସଭ୍ୟ ସହଦେଵ ପଧାନଙ୍କ ଅଧକ୍ଷତାରେ ମୁଖ୍ୟ ଅତିଥି ଭାବେ ଜିଲା ଭାଜପା ଉପସଭାପତି ତଥା ବଲାଙ୍ଗୀର ଲୋକସଭା ସାଂସଦଙ୍କ ଜିଲା ପ୍ରତିନିଧି ଯୁବ ନେତା ସାନନ୍ଦ କୁମାର ମେହେର ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ |ଫୁଟବଲ ଏହା ଏପରି ଏକ ଖେଳକ୍ରୀଡା ଯେ ମଣିଷର ଶରୀରକୁ ସ୍ୱାସ୍ଥ୍ୟବାନ ରଖିଥାଏ ଏବଂ ଫୁଟବଲ ଖେଳିବା ଦ୍ଵାରା ଜଣେ ଖେଳାଳିକୁ ପ୍ରଶଂସାମିଳିବା ସହ  ବିଭିନ୍ନ ମେଡାଲ ମିଳିଥାଏ ଏବଂ  କ୍ରୀଡା ପାଇଁ ଉପଯୁକ୍ତ ଫୁଟବଲ ଖେଳ   ବୋଲି କହିବା ସହ ଖେଳପଡ଼ିଆ ରେଥିବା ବିଭିନ୍ନ ସମସ୍ୟା ଉପରେ ଆମ ସରକାର ପାଖରୁ ଯେପରି

ସାହାଯ୍ୟ ସହଯୋଗ ମିଳିବ ସେ ଉପରେ ମୁଁ ଚେଷ୍ଟା କରିବି ବୋଲି କହିଥିଲେ |ସମ୍ମାନିତ ଅତିଥି ଭାବେ ସାଂସଦଙ୍କ ବ୍ଲକ ପ୍ରତିନିଧି ଯୁବ ନେତା ବୀରେନ୍ଦ୍ର କୁମାର କଠାର,ଶୁଖା ପୂର୍ବତନ ମଣ୍ଡଳ ସଭାପତି ତଥା ଜିଲା ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ପଧାନ, ଜିଲା ଆଇଟି କୋଡିନେଟର ବିକାଶ ହାତୀ, ପୂର୍ବତନ ମଣ୍ଡଳ ସଭାପତି ନିତେଇ ପାଲ, ସମଲେଚୁଆଁ ସମିତି ସଭ୍ୟ ପ୍ରବୀର କୁମାର ସାହୁ, ଡୁଙ୍ଗୁରିପାଲି ମହିଳା ମହାବିଦ୍ୟାଳୟର ମୁଖ୍ୟ ପରିଚାଳକ ସୁଶାନ୍ତ କୁମାର ମେହେର  ଯୋଗଦେଇଥିଲେ |ଅତିଥି ମାନଙ୍କ ପରିଚୟ ପ୍ରଦାନ, ସ୍ୱାଗତ ଭାଷଣ ଓ ଖେଳର ଧାରା ବିବରଣୀ ପ୍ରଦାନ ପୂର୍ବତନ ୱାର୍ଡ ସଭ୍ୟ ଦୀନବନ୍ଧୁ ସୁନା କରିଥିଲେ |ଵେଷ୍ଟ ଗୋଲକିପର ଭାବେ ଜଗନ ଭୋଇ, ମେନ ଅଫ ଦ ମେଚ୍ୟା ଭାବେ ଆଶିଷ ନାଏକ, ଏବଂ ମେଚ୍ୟା ଅଫ ଦ ସିରିଜ ଭାବେ ଟିନୁ ଭୋଇଙ୍କୁ  ଅତିଥି   ମାନେ ଟ୍ରଫି ସହ ପୁରସ୍କାର ରାଶି ପ୍ରଦାନ କରିଥିଲେ |ଫୁଟବଲ ଟୁର୍ଣ୍ଣାମେଣ୍ଟ ଟି ଆଜାଦ ଫୁଟବଲ ଏସୋସିଏସନର ସମସ୍ତ କର୍ମକର୍ତ୍ତା,ସଦସ୍ୟ ଓ ଗ୍ରାମବାସୀଙ୍କ ସହଯୋଗ ରେ ଅନୁଷ୍ଠିତ ହୋଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like