-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ

29-Sep-2026



ବରପାଲି ,୨୯/୯ (ସୁଦାମ ଦୀପ)ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଅମସ୍ତଲାରେ ୨୬ ଓ ୨୭ ସେପ୍ଟେମ୍ବର ଦୁଇଦିନ ଧରି ଲରମ୍ଭା କଲେଜ ଖେଳ ପଡିଆ ଠାରେ ୩୦ତ'ମ ଜୟ ଜଗନ୍ନାଥ ଫୁଟବଲ ଟୁର୍ଣ୍ଣାମେଣ୍ଟର ଅନୁଷ୍ଠିତ ହୋଇଯାଇଅଛି |ଫାଇନାଲରେ ମହାବୀର ଏଫ୍‌ସି କୁଚିଣ୍ଡା ୧-୦ ଗୋଲରେ ଜୟ ଭାରତ ସ୍ପୋର୍ଟିଂ ବରଗଡ଼କୁ ପରାସ୍ତ କରି ଚାମ୍ପିଅନ ହୋଇଅଛି। ଟୁର୍ଣ୍ଣାମେଣ୍ଟରେ ମୋଟ ୮ଟି ଦଳ ଯଥା ବକ୍ସର (ବିହାର), ମହାବୀର ଏଫ୍‌ସି କୁଚିଣ୍ଡା, ବିଏଫ୍‌ସି କୁଚିଣ୍ଡା, ସମ୍ବଲପୁର ଏଫ୍‌ସି, ଜୟ ଭାରତ ସ୍ପୋର୍ଟିଂ ବରଗଡ଼, କୋରାପୁଟ ଏଫ୍‌ସି, ଗିରେଲଡୁଙ୍ଗ୍ରି ସୁନ୍ଦରଗଡ଼ ଓ ଖୋର୍ଧା ଏଫ୍‌ସି ଅଂଶଗ୍ରହଣ କରିଥିଲେ। ବିଭିନ୍ନ ରାଜ୍ୟ ସମେତ ବାହାର ଦେଶର ଖେଳାଳିମାନେ ମଧ୍ୟ ଯୋଗଦେଇ ନିଜର କ୍ରୀଡ଼ା ଦକ୍ଷତା ପ୍ରଦର୍ଶନ କରିଥିଲେ। ପ୍ରଥମ ଦିନରେ ବକ୍ସର, ମହାବୀର ଏଫ୍‌ସି କୁଚିଣ୍ଡା, ବିଏଫ୍‌ସି କୁଚିଣ୍ଡା ଓ ସମ୍ବଲପୁର ଏଫ୍‌ସି ମଧ୍ୟରୁ ମହାବୀର ଏଫ୍‌ସି କୁଚିଣ୍ଡା ବିଜୟୀ ହୋଇଥିଲା। ଦ୍ୱିତୀୟ ଦିନରେ  ଜୟ ଭାରତ ସ୍ପୋର୍ଟିଂ ବରଗଡ଼, କୋରାପୁଟ ଏଫ୍‌ସି, ଗିରେଲଡୁଙ୍ଗ୍ରି ସୁନ୍ଦରଗଡ଼ ଓ ଖୋର୍ଧା ଏଫ୍‌ସି ମଧ୍ୟରୁ ଜୟ ଭାରତ ସ୍ପୋର୍ଟିଂ ବରଗଡ଼ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲା। ଟୁର୍ଣ୍ଣାମେଣ୍ଟକୁ ଲରମ୍ଭା କଲେଜ ଅଧ୍ୟକ୍ଷ ଶ୍ରୀ ଅଶୋକ କୁମାର ମହାନ୍ତି ଓ   କାଦୋବହାଲ ମଣ୍ଡଳ ବିଜେପି ସଭାପତି ଶ୍ରୀ କୃଷ୍ଣଚନ୍ଦ୍ର ସାଥୁଆ ଉଦ୍‌ଘାଟନ କରିଥିଲେ। ଚାମ୍ପିଅନ ଦଳକୁ ୧ ଲକ୍ଷ ୫୦ ହଜାର ଟଙ୍କା ଓ ରନର୍ସଅପ୍ ଦଳକୁ ୧ ଲକ୍ଷ ଟଙ୍କା ପୁରସ୍କାର ଦିଆଯାଇଥିଲା। ଉଦଯାପନୀ  ସମାରୋହରେ ଅତାବିରା ବିଧାୟକ ଶ୍ରୀ ନିହାର ରଞ୍ଜନ ମହାନନ୍ଦ ମୁଖ୍ୟ ଅତିଥି, ଡ. ଅରୂପାନନ୍ଦ ସାହୁ, ବିଜେପି ଜିଲ୍ଳା ସଭାପତି,   ଶ୍ରୀ ନରେଶ ଶର୍ମା, ବିଜେପି ଜିଲ୍ଳା ସମ୍ପାଦକ  ଓ  ଶ୍ରୀ ମଧୁସୂଦନ ଶର୍ମା, ଅତାବିରା ଏନ. ଏ. ସି ପ୍ରଭାରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।। ସଭାପତି ଶ୍ରୀ ସଚିନ ମହାକୁର ଓ ସମ୍ପାଦକ ଶ୍ରୀ ସୁବଳ ହାତୀଙ୍କ ନେତୃତ୍ୱରେ ଆୟୋଜକ କମିଟିର ସଦସ୍ୟମାନଙ୍କ ଅକ୍ଲାନ୍ତ ପରିଶ୍ରମରେ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ସମାପ୍ତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like