-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ

29-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଚରଦା ପଞ୍ଚାୟତ ଅଧିନସ୍ଥ ଫୁଲମୁଠି ଅଙ୍ଗନୱାଡି କେନ୍ଦ୍ରରେ ତିନି ଦିନ ଧରି ଚାଲିଥିବା ଆଙ୍କନ କା ଉତ୍ସବ ମଙ୍ଗଳବାର ସମ୍ପନ୍ନ ହୋଇଛି।ଏହା ୨୭ତାରିଖରୁ ଚାଲିଥିଲା ପ୍ରଥମ ଦିନରେ କେନ୍ଦ୍ରରେ ପଡୁଥିବା ଶିଶୁ ମାନଙ୍କ ମା ମାନଙ୍କ ତରଫରୁ ପ୍ରସ୍ତୁତ ପିଠା ଓ ଖାଦ୍ୟ ପ୍ରଦର୍ଶନ କରାଯାଇଥିଲା ।ସେହିପରି ଅଭିଭାବକ ମାନଙ୍କ ପାଇଁ ରେସିପି  ପ୍ରତିଯୋଗିତା ହୋଇଥିଲା ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ଶିଶୁ ମାନଙ୍କ ପାଇଁ ଖେଳକୁଦ ଓ ମଜାଦାର କାର୍ଯ୍ୟକ୍ରମ,ଚିତ୍ରାଙ୍କନ ପ୍ରତିଯୋଗିତା,ବୃଦ୍ଧ ଅଜା/ଆଈଙ୍କ ଦ୍ଵାରା ଗଳ୍ପ ଉପସ୍ଥାପନ କରି ଶିଶୁଙ୍କୁ ଆକୃଷ୍ଟ କରିବା,ଗୀତ,ନୃତ୍ୟ ପରିବେଷଣ ହୋଇଥିଲା ଶେଷ ଦିନ ଅର୍ଥାତ ଆଙ୍କନର ଉଦଯାପନୀ ଉତ୍ସବରେ ଆଇସିଡିଏସ ସୁପର ଭାଇଜର କନକଲତା ନେପାକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହିଳା ଓ ଶିଶୁ କଲ୍ୟାଣ ବିଷୟରେ ହିତାଧିକାରୀଙ୍କ ଲାଭବାନ ଉପରେ ଆଲୋକପାତ କରିଥିଲେ ।ସେହିପରି ସରକାର ପ୍ରଚଳନ କରିଥିବା ଯୋଜନାରେ ଉପକୃତ ହିତାଧିକାରୀ ମାନଙ୍କ ପାଇଁ ଭିଡିଓ ପ୍ରଦର୍ଶନ ଆଦି କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ ହୋଇଥିଲା ଏଥିରେ ସମ୍ମାନୀତ ଅତିଥି ଭାବେ ଆଶା କର୍ମୀ ସବିତା ସାହୁ ଉପସ୍ଥିତ ଥିଲେ। ଅନୁଷ୍ଟିତ ଆଙ୍କନ ଉତ୍ସବରେ ସକ୍ରିୟ ଭାବେ ଅଂଶଗ୍ରହଣ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିବା ଅଭିଭାବକ/ଅଭିଭାବିକା ଏବଂ ରେସିପି ପ୍ରତିଯୋଗିତାରେ ସଫଲ ହୋଇଥିବା ଶଙ୍କର ତରିଆ,ଅନିଲ ସାହୁ,ମନ୍ତୁ ସେଠୀ,ଚନ୍ଦ୍ରକାନ୍ତ କର୍ଣ୍ଣ,ସୁଜିତ ସାହୁ,ରମେଶ କୁରକୁରିଆ,ସୁଦାମ ବିଶି,ହିକୁ ଛୁରିଆ ପ୍ରମୁଖ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା   ଏହା ବ୍ୟତୀତ କାର୍ଯ୍ୟରତ ଅଙ୍ଗନୱାଡି କର୍ମୀ,ଆଅଗ୍ଶା କର୍ମୀ ଓ ସହାୟିକା କ୍ଟର୍ମୀ ଆମାନଙ୍କୁ ସମ୍ମାନିତ କରଯାଇଥିଲା ତିନିଦିନ ଧରି ଅନୁଷ୍ଟିତ ଏହି ଉତ୍ସବ ପରିଚାଳନାରେ ଅଙ୍ଗନୱାଡି କର୍ମୀ କଳ୍ପନା ପୂଜାରୀ,ମିଲି ମିଶ୍ର,ଜଗଦମ୍ବା କଳତା,ସହାଯିକା ଯାଜ୍ଞସିନି ସାହୁ,ନନ୍ଦିନୀ ବାଘ,ଜମୁନା ବାରିକ,ଶିକ୍ଷୟିତ୍ରୀ ରାତ୍ର ହାତଯୁଆଡ଼ି ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like