-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

*ସାହାଣୀ କପ୍ ଫୁଟବଲ୍

29-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ର ପ୍ରଥମ ମ୍ୟାଚ୍ ରେ  ନୟାଗଡ କୁ ୭-୦ ଗୋଲ ରେ ହରାଇ କଟକ ଦଳ ଵିଜୟୀ ହୋଇଛି l। ପ୍ରବୀର ଦାସ ୧୬, ୪୨ ଓ ୪୪ ମିନିଟ ରେ ୩ ଟି ଗୋଲ ସ୍କୋର କରି ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ଗ୍ରହଣ କରିଥିଲେ l    ଗଣେଶ ସେଠି ୬୫ ଓ ୮୨ ମିନିଟ ରେ ୨ ଟି ଗୋଲ ସ୍କୋର କରିଥିଲେ l ୩୯ ମିନିଟ୍ ରେ ଶଙ୍କର ଶେଖର ହେମ୍ରମ, ଓ ୮୦ ମିନିଟ ରେ ବାବୁଲୁ ସିଂ ଗୋଟାଏ ଲେଖାଏଁ ଗୋଲ ସ୍କୋର କରିଥିଲେ l ଆଜିର ଖେଳ କୁ ମୂଖ୍ୟ ରେଫରି ଭାବେ ଜିତେନ୍ଦ୍ର ଥନାପତି, ଧନେଶ୍ୱର ସର୍ଦ୍ଦାର, ସୁନୀଲ ବେହେରା, ଅରୁଣ କୁମାର ନାୟକ, ଓ ମ୍ୟାଚ୍ କମିସନର ଭାବେ ନବୀନ ନାୟକ ଦାୟିତ୍ୱ ନିର୍ବାହ କରିଥିଲେ l ଆଜିର ଏହି ମ୍ୟାଚ୍ କୁ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସରକାର ଙ୍କ ଅଵସର ପ୍ରାପ୍ତ ସ୍ବାସ୍ଥ୍ୟ ନିର୍ଦେଶକ ଡ଼ା ପ୍ରଦୀପ କୁମାର ଗୁରୁ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ନିରଦ ରଂଜନ ଦାସ, ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ l ନିମନ୍ତ୍ରିତ ଅତିଥି ଭାବରେ ଜିଲ୍ଲା ଓକିଲ ସଂଘ ସଂପାଦକ ପ୍ରୀୟଜିତ ମିଶ୍ର, ଜିଲ୍ଲା ବଣିକ ସଂଘ ସଭାପତି ଧୀରେନ୍ଦ୍ର ପଟ୍ଟନାୟକ, ସଂପାଦକ ଗୁଣନିଧି ମେହେର, ଜିଲ୍ଲା ଟ୍ରାକ୍ଟର ସଂଘ ସଭାପତି ଶିବ ନାରାୟଣ ବହିଦାର, ସଂପାଦକ କୋଶୋଳେ ସ୍ଵର ବହିଦାର, କେଶିଆର ପଦ୍ମ ନାଭ ମିଶ୍ର, ଟ୍ରକ୍ ୟୁନିଅନ ସଭାପତି ସୁମନ ଦାଶ, ସ୍ୱଚ୍ଛ ଭାରତ ସଙ୍ଗଠନ ସଭାପତି ସାୟାଦ ଅଲିମୁଲ ଇସଲାମ୍, ବଲାଂଗୀର କ୍ରୀଡ଼ା ସଂଘ ସଦସ୍ୟ ବିଭୂତି ଭୂଷଣ ମିଶ୍ର,  ରାଜ୍ୟ ଯୁବ ବିଜେଡ଼ି ଉପ ସଭାପତି ଶାଶ୍ୱତ ମିଶ୍ର, ଛାତ୍ର ବିଜେଡ଼ି ସଭାପତି ଅଭିଷେକ ଶର୍ମା, ଜିଲ୍ଲା ଠିକାଦାର ସଂଘ ସଭାପତି ଜୟ ମାଧବ ମିଶ୍ର, ଟାଉନ୍ ବିଜେଡ଼ି ସଭାପତି ଜନ୍ମ ଜୟ ପାତ୍ର, ବରଗଡ଼ ପୋଲିସ ହାବିଲଦାର ସଂଘ ସଭାପତି ସନତ ହୋତାନଯୋଗ ଦେଇଥିଲେ l ସେହିପରି ଆଜିର ଦ୍ୱିତୀୟ ମ୍ୟାଚ୍ ରେ ୪ -୦ ଗୋଲ ରେ ଗଂଜାମ କୁ ହରାଇ ଖୋର୍ଦ୍ଧା ଵିଜୟୀ ହୋଇଥିଲା l ଖୋର୍ଦ୍ଧା ଦଳ ର କୁମାର ସତ୍ୟ ବ୍ରତ ସାହୁ ପ୍ରଥମ ଗୋଲ ସ୍କୋର କରି ମ୍ୟାନ୍ ଅଫ୍ ଦି ମ୍ୟାଚ ପୁରସ୍କାର ଗ୍ରହଣ କରିଥିଲେ l  ଜଳ ନ୍ଧର ନାୟକ, ଅଶ୍ୱିନୀ ଦୁମ୍ ଦୁମ୍ ଗୋଟାଏ ଲେଖାଏଁ ଗୋଲ ସ୍କୋର କରି ଥିଲେ l   ଚତୁlର୍ଥ ଗୋଲ ଟି ଆତ୍ମଘାତୀ ଗୋଲ୍ ଥିଲା l ଦେବା ସିଶ ବାଗ, ନୀତିଶ ମାଝୀ, ଅଶ୍ୱିନୀ କୁମାର ସାହୁ, ଅରୁଣ କୁମାର ନାୟକ ଏହି ମ୍ୟାଚ୍ କୁ ପରିଚାଳନା କରିଥିଲେ l ଫାଓ ର ଅଫିସିଆଲ୍ ରମେଶ ଚନ୍ଦ୍ର ମଲ୍ଲିକ, ଅମରେନ୍ଦ୍ର ସିଂହ ଯୋଗ ଦେଇ ଦାୟିତ୍ୱ ନିର୍ବାହ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like