-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ

29-Sep-2026



ଅମ୍ବାଭୋନା(ପ୍ରେରଣା ଖବର): ମଙ୍ଗଳବାର ଦିନ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଦ୍ବାରୀ କାଶିପାଲି ରେ ୱାର୍ଡ ମେମ୍ବର ନାରାୟଣ ମଲ୍ଲିକ ଙ୍କ ସଭାପତିତ୍ବରେ ତଥା ଅଙ୍ଗନ ୱାଡି କର୍ମୀ ଜାନକୀ କୁମ୍ଭାର ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ ହୋଇଯାଇଛି  । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭୁକ୍ତା ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ,ସୁପର ଭାଇଜର୍ ସ୍ୱର୍ଣ୍ଣପ୍ରଭା ନାଏକ , ସି ଆର୍ ପି ତିଳୋତ୍ତମା ଭୁଏ ଯୋଗଦାନ କରିଥିଲେ । ଆଶାକର୍ମୀ  ଗୀତାଞ୍ଜଳୀ ବାଗ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ ।ପୁଷ୍ପାଞ୍ଜଳି ସାହୁ ଅଦ୍ୱିକା ସୁଭଦ୍ରା,ମମତା,ପୋଷଣ, ପି ଏମ୍ ପୋଷଣ ଏବଂ ଶିଶୁ ମାନଙ୍କ ପାଇଁ କଲ୍ୟାଣ ଯୋଜନା ବିଷୟରେ ବୁଝାଇ ଥିଲେ । ରବିବାର ଦିନ ର ପିଠାପଣା ଓ ରନ୍ଧନ ଖାଦ୍ୟ, ସୋମବାର ଦିନ ର ଗୀତ,ନାଚ,ଗପ, ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ଙ୍କ କର କମଳରେ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା  । ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ଗ୍ରାମବାସୀ ,ଛାତ୍ରଛାତ୍ରୀ ସହଯୋଗ କରିଥିଲେ । ସୁପର୍ ଭାଇଜର୍ ଶ୍ରୀମତୀ ସ୍ଵର୍ଣ୍ଣପ୍ରଭା ନାଏକ  ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ  ଭୁକ୍ତା ସେକ୍ଟର ର ସମସ୍ତ ଅଙ୍ଗନ ୱାଡି କେନ୍ଦ୍ର ରେ  ଆଙ୍ଗନ୍ କା ଉତ୍ସବ ମହାସମାରୋହରେ ଉଦଯାପିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like