-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"

30-Sep-2026



ବଲାଙ୍ଗିର(ପ୍ରେରଣା ଖବର): ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରର ମନୋବିଜ୍ଞାନ ବିଭାଗ ଆନୁକୂଲ୍ୟରେ ଆଜି ମାନସିକ ସ୍ୱାସ୍ଥ୍ୟ ସଚେତନତା ଓ ଆତ୍ମହତ୍ୟା ନିରାକରଣ କାର୍ଯ୍ୟକ୍ରମ ୨୦୨୬ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.କୌତୁକ ପନ୍ଦର ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସେ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ବର୍ତ୍ତମାନ ସମୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମାନସିକ ଚାପ ବଢୁଛି। ପାଠପଢା ଚାପ, ପ୍ରେମ ବ୍ୟାପାର, ପରିବାର ସମସ୍ୟା ଯୋଗୁଁ ଅନେକ ଭୁଲ ପଦକ୍ଷେପ ନେଉଛନ୍ତି। ସମସ୍ୟାକୁ ଲୁଚାଇବା ଅପେକ୍ଷା ବାଣ୍ଟିବା ଶିଖିବା ଆବଶ୍ଯକ। ଅନ୍ୟ ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ହିନ୍ଦୀ ବିଭାଗ ମୁଖ୍ୟ ଡ.ବିଜୟ କୁମାର ବେହେରା, ମନୋବିଜ୍ଞାନ ବିଭାଗ ମୁଖ୍ୟ ଡ.ମଧୁସ୍ମିତା ମିଶ୍ର, ଓଡ଼ିଆ ଓ ସମାଜବିଜ୍ଞାନ ବିଭାଗ ମୁଖ୍ୟ ଡ.ଶ୍ରୀକାନ୍ତ କୁମାର ବାରିକ, ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଡ. ଅଶୋକ କୁମାର ମହାରଣା ଏବଂ ମନୋବିଜ୍ଞାନ ବିଭାଗ ଅଧ୍ୟାପିକା ମୋନାଲିସା କୁମ୍ଭାର ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମର

ପରିଚାଳନା କରିଥିଲେ ମନୋବିଜ୍ଞାନ ବିଭାଗର ଅଧ୍ୟାପକ ସଂଗ୍ରାମ ରଥ ।ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା"ପୁନଃଆରମ୍ଭ"ଶୀର୍ଷକ ଏକ ହୃଦୟସ୍ପର୍ଶୀ ନାଟକ ପରିବେଷଣ କରାଯାଇଥିଲା। ଏହି ନାଟକଟିକୁ ଏ. ଆଲାମ୍ ଓ ଯୋଗେନ୍ଦ୍ର ରଣା ନିର୍ଦ୍ଦେଶନା ଦେଇଥିଲେ। ସମଗ୍ର ନାଟକର ସଞ୍ଚାଳନ ଅଧ୍ୟାପିକା ସ୍ୱୟଂପ୍ରଭା ମହାପାତ୍ର କରିଥିଲେ।ଶେଷରେ ଅଧ୍ୟାପକ ଏସ୍ ଯୁଗଳ କିଶୋର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏଠାରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ସମେତ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like