-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ରାଜ୍ୟ

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ

30-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ କୁଟୁମଡୋଳା ପଞ୍ଚାୟତର କୁଟୁମଡୋଳା ଗ୍ରାମ ତଳିପଡ଼ାର ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀ ପକ୍ଷରୁ ବୃନ୍ଦାବନ ଧାମ ଦର୍ଶନ ଓ ଧାର୍ମିକ ଯାତ୍ରା ଆୟୋଜିତ ହୋଇଥିଲା।ମଣ୍ଡଳୀର ଗୁରୁ ଶ୍ରୀ ଦିଲ୍ଲୀପ କୁମାର ପାଣ୍ଡିଆଙ୍କ ତତ୍ତ୍ୱାବଧାନରେ କୀର୍ତ୍ତନ ମଣ୍ଡଳୀର ସଦସ୍ୟ ଓ କୀର୍ତ୍ତନପ୍ରେମୀଙ୍କୁ ମିଶାଇ ମୋଟ ୬୮ ଜଣ ଏହି

ଧାର୍ମିକ ଯାତ୍ରାରେ ସାମିଲ ହୋଇଥିଲେ।
ଗତ ସେପ୍ଟେମ୍ବର ୧୯ ତାରିଖରେ ଯାତ୍ରା ଆରମ୍ଭ କରିଥିବା ଭକ୍ତମାନେ ବୃନ୍ଦାବନ ଧାମରେ ପହଞ୍ଚି ସଂକୀର୍ତ୍ତନ ମାଧ୍ୟମରେ ପଞ୍ଚକୋଶୀ ପରିକ୍ରମା କରିଥିଲେ।ଏହାସହ ଶ୍ରୀ ରାଧାରାଣୀ, ଶ୍ରୀ ବାଙ୍କେବିହାରୀଙ୍କ ସମେତ ବୃନ୍ଦାବନର ବିଭିନ୍ନ ପ୍ରସିଦ୍ଧ ମନ୍ଦିର ଦର୍ଶନ କରି ଭଗବାନଙ୍କ କୃପା ଲାଭ କରିଥିଲେ।
ଏହି ଧାର୍ମିକ ଯାତ୍ରା ଭକ୍ତମାନଙ୍କ ମନରେ ଆନନ୍ଦ,ତୃପ୍ତି ଓ ଆଧ୍ୟାତ୍ମିକ ଶାନ୍ତି ଭରିଦେଇଥିଲା।ପ୍ରଭୁଙ୍କ ଦର୍ଶନ ଓ ସଂକୀର୍ତ୍ତନ ମାଧ୍ୟମରେ ଭକ୍ତମାନଙ୍କ ମନରେ ଭକ୍ତିଭାବ

ଆହୁରି ଜାଗ୍ରତ ହୋଇଥିବା ପ୍ରକାଶ ପାଇଛି ।
ଦୀର୍ଘ ଧାର୍ମିକ ଯାତ୍ରା ପରେ ସେପ୍ଟେମ୍ବର ୨୭ ତାରିଖରେ ମଣ୍ଡଳୀର ସମସ୍ତ ସଦସ୍ୟ ନିଜ ଗ୍ରାମ କୁଟୁମଡୋଳାକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଗ୍ରାମରେ ପହଞ୍ଚିବା ପରେ ନଗର ଭ୍ରମଣ କରିବା ସହ ଗୁପ୍ତେଶ୍ୱର ଶିବ ମନ୍ଦିର ଓ ଶ୍ରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିଥିଲେ। ଏହାପରେ ଧାର୍ମିକ ଭାବାବେଗ ଓ ଆନନ୍ଦମୟ ପରିବେଶ ମଧ୍ୟରେ ଯାତ୍ରାର ସମାପ୍ତି ଘଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like