-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ

30-Sep-2026



ଡୁଙ୍ଗୁରିପାଲି, ତା ୩୦/୯(ପ୍ରେରଣା  ଖବର): ସୁବର୍ଣ୍ଣପୁର ଜିଲ୍ଲା ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ, ଲୋକନୃତ୍ୟ ଓ ସେବା ସଂକଳ୍ପ ଅଭିଯାନ ପ୍ରତିଯୋଗିତା ସୋନପୁର ଜିଲ୍ଲା ଶିକ୍ଷଧିକାରୀ ଘନଶ୍ୟାମ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ଛାତ୍ରୀ ମାନେ ଶିକ୍ଷକ ରାଜୁ ମେହେରଙ୍କ ନେତୃତ୍ୱ ଓ ଶୁଭମ୍ ଘିବିଲାଙ୍କ ନିର୍ଦ୍ଦେଶନାରେ ବିଜ୍ଞାନ ନାଟକ ପରିବେଷଣ କରି ଦ୍ୱିତୀୟ ସ୍ଥାନ,ଲୋକ ନୃତ୍ୟ ପ୍ରତିଯୋଗିତାରେ ଭାଗନେଇ ଜିଲ୍ଲା ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଶ୍ରେଷ୍ଠ ନିର୍ଦ୍ଦେଶକ ଶୁଭମ୍ ଘିବିଳା ଓ ଜୁବିଲି ନାୟକ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ମନୋନୀତ ହୋଇ  ଅତିଥିଙ୍କଠାରୁ ପୁରଷ୍କୃତ ହୋଇ ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି। ସେହିପରି  ଜିଲ୍ଲା ସ୍ତରରେ ଅନୁଷ୍ଠିତ  ଜିଲ୍ଲା ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଶ୍ୱେତା ମଲ୍ଲିକ ଗୋଲ।ଫିଙ୍ଗା ପ୍ରତିଯୋଗିତାରେ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରକୁ ମନୋନୀତ ହୋଇଛନ୍ତି। ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶଙ୍କର ପ୍ରସାଦ ସାହୁ, ସଦସ୍ୟ ଭକ୍ତ ଭୋଇ, ସମ୍ପଦ ଖମାରୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ରୀତା ମେହେର, ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ, ନନ୍ଦିଘୋଷ ବାରିକ, ମନୋଜ କୁମାର ପୂଜାରୀ ଅତିଥି ଭାବରେ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିବା ବେଳେ ଛାତ୍ରୀ ଜୁବିଲି ନାୟକ, ଡଲି ସାହୁ ଓ ରୁକୁନି ପଟେଲ ନିଜ ନିଜ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଆଲୁମିନି ସଦସ୍ୟ। ସ୍ନିଗ୍ଧା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ  କର୍ମଚାରୀ ସଞ୍ଜୀବ ପୂଜାରୀ,ବିଭୀଷଣ ଖମାରୀ, ସୁରଜ୍ ଖମାରୀ, ସମୀର କଠ।ର  କାର୍ଯ୍ୟକ୍ରମକୁ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like