-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |

30-Sep-2026



 

ବରପାଲି : ୩୦/୯(ସୁଦାମ ଦୀପ) ବରପାଲି ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ନବାଗତ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରାଧ୍ୟାପିକା ଜୟନ୍ତୀ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଓଡ଼ିଆ ବିଭାଗର ମୁଖ୍ୟ ଉତ୍ତରକୁମାର ଗଡ଼ତିଆ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ବିଭାଗର ଅନ୍ୟାନ୍ୟ ଅଧ୍ୟାପିକା ଡ. ସସ୍ମିତା ପ୍ରଧାନ ଓ ଅଧ୍ୟାପକ ଅରୁଣ କୁମାର ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ଅତିଥିମାନେ ନୂତନ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଉଚ୍ଚଶିକ୍ଷା ବିଭାଗଦ୍ୱାରା ନିର୍ଦ୍ଧାରିତ ସମସ୍ତ ନିୟମାବଳୀକୁ କଡ଼ାକଡ଼ି ଭାବରେ ପାଳନ କରି ନିଷ୍ଠାର ସହ ଅଧ୍ୟୟନ କରିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ଛାତ୍ରୀ ରୋଜି ନାୟକ, ପ୍ରତୀକ୍ଷା ପ୍ରଧାନ, ପମି ନାୟକ ଓ ସସ୍ମିତା ସାହୁ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଛାତ୍ରୀ ଅନୁପମା ପଧାନ ସଭାକାର୍ଯ୍ୟ ସଂଯୋଜନା କରିଥିବା ବେଳେ ଶେଷରେ   ନାରାୟଣ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ଛାତ୍ର ଅତୁଲ ମେହେର, ବଳଦେବ ସୁନାଙ୍କ ସମେତ ଅନ୍ୟାନ୍ୟ ଛାତ୍ରଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like