-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||     

HOME   ଜିଲ୍ଲା

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,

30-Sep-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡାହାଣ୍ଡି ସ୍ଥିତି ସରକାରୀ ଲାଲବାହାଦୁର ଉଚ୍ଚ ବିଦ୍ୟାଳୟ ଠାରେ 13 ତମ ଜିଲ୍ଲା ସ୍ତରୀୟ ଦୌଡ଼ କୁଦ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି l ଦୁଇଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତା ରେ ଜିଲ୍ଲାର 10 ଗୋଟି ବ୍ଲକର ଉଚ୍ଚ ବିଦ୍ୟାଳୟ ରୁ ବଛା ବଛା ପ୍ରତିଯୋଗୀ ଏଥିରେ ଭାଗ ନେଉଛନ୍ତି ଆଜିର ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରପତି ସାହୁ, ଏଡିଇଓ ପ୍ରକାଶ ଚନ୍ଦ୍ର ମହାଲିକ ଓ ସୁପ୍ରିୟା ନାୟକ, ବିଇଓ ସୁଦୀପ୍ତ କୁମାର ଦାସ, ବିଜ୍ଞାନ ପରିଦର୍ଶକ ଚିତ୍ତରଞ୍ଜନ ପଟ୍ଟନାୟକ, ବିଦ୍ୟାଳୟ ର ପ୍ରଧାନଶିକ୍ଷୟତ୍ରୀ ଭାରତୀ ବିଶୋଇ ଏବଂ ବ୍ରଜବନ୍ଧୁ ତାଣ୍ଡି ପ୍ରମୁଖ ସଂମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ ଏହି ପ୍ରତିଯୋଗିତା ରେ ଜିଲ୍ଲାର 250 ଜଣ ଖେଳାଳି ଏବଂ 70 ଜଣ କ୍ରୀଡା ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ l ପ୍ରତିଯୋଗିତା ରେ ଉତୀର୍ଣ୍ଣ ହୋଇ ଥିବା ପ୍ରତିଯୋଗୀ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା କେନ୍ଦୁଝର ଠାରେ  ଅଂଶଗ୍ରହଣ କରିବେ l  ପ୍ରତିଯୋଗିତା ରେ 100 ମିଟର, 200 ମିଟର, 400 ମିଟର, 800 ମିଟର ଦୌଡ଼, ଶଟଫୁଟ, ଡ଼ିସକସ, ଲମ୍ବଦୌଡ, ଉଚ୍ଚ ଡିଆ ଅନୁଷ୍ଠିତ ହୋଇଥିଲା  ପ୍ରତିଯୋଗିତା ର ଆୟୋଜନ ଏଡିପିଓ ପ୍ରଭାତ କୁମାର ପଟ୍ଟନାୟକ କରିଥିଲେ, ଯାଉଲ ହୁସେନ, ମନୋରଞ୍ଜନ ପ୍ରହରାଜ, ମନୋଜ ବାଗ, ସୁରେଶ ଦାସ, ମଞ୍ଜୁଶ୍ରୀ କର, ଦିଲ୍ଲୀପ ଭଞ୍ଜ, ସଞ୍ଜୟ ଚାନ୍ଦ, ପ୍ରୋମଥ ମଲ୍ଲିକ, କିଶୋରୀ ସିଲ, ସପନ ବୈରାଗୀ, ବିବାଶିଷ ଦେ ପ୍ରମୁଖ ସହଯୋଗ କରିଥିଲେ ଏହି ପ୍ରତିଯୋଗିତା 30:9:26 ରୁ 1:10:26 ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026

You Might Also Like