-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||     

HOME   ଜିଲ୍ଲା

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା

30-Sep-2026



ବଲାଙ୍ଗିର ଉଠା ଜଳସେଚନ ବିଭାଜନ ର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ  ଦଳାଇ ଙ୍କ ପଦୋନ୍ନତି ଓ ଅବସର ଗ୍ରହଣ ଅବସରରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ହୋଟେଲ ସରୋଜିନୀ ରେସିଡେନସି  ର ସମ୍ମିଳନୀ କକ୍ଷ ରେ ଅନୁଷ୍ଠିଲ ହୋଇଯାଇଛି। ସଭାରେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ,
ସୁବାଷ ଚନ୍ଦ୍ର ମହାପାତ୍ର, ସାଧାରଣ ସମ୍ପାଦକ,  ନିଖିଳ

ଓଡ଼ିଶା ଡିପ୍ଲୋମା ଇଞ୍ଜିନିଅର ଆସୋସିଏସନ, ଦିଲ୍ଲୀପ କୁମାର ଦାସ, ଅଧିକ୍ଷଣ ଯନ୍ତ୍ରୀ, ଭବାନୀପାଟଣା ମଣ୍ଡଳ,  ଓ  ଅବସର ନେଉଥିବା ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ  ଓ ତାଙ୍କ ଭଉଣୀ  ସୁଶ୍ରୀ ମଞ୍ଜରୀ ଦଳାଇ ମଂଚାସୀନ ହୋଇଥିଲେ। ଉଠା ଜଳସେଚନ ନିଗମ, ବଲାଙ୍ଗିର ବିଭାଜନ ର କାର୍ଯ୍ୟାଳୟ ସହାୟିକା କିରଣବାଳା ସାହୁ ସଭା ସଂଯୋଜନା କରିଥିଲେ।  ସମ୍ବର୍ଦ୍ଧନା ସଭାରେ ଜିଲ୍ଲା ର ବିଭିନ୍ନ  ବିଭାଗର ଅଧିକାରୀ, କର୍ମଚାରୀ,  ସାମ୍ବାଦିକ, ବୁଦ୍ଧିଜୀବୀ, ରାଜନେତା, ବିଭିନ୍ନ ନିର୍ବାଚିତ ଲୋକ ପ୍ରତିନିଧି ଯୋଗ ଦେଇ ଇଂ ଦଳାଇଙ୍କୁ ଶୁଭେଚ୍ଛା ଜଣାଇବା ସହ  ଉପହାର ଦେଇ ତାଙ୍କ ପଦୋନ୍ନତି ଓ ଅବସର ସମୟରେ ବଲାଙ୍ଗୀରବାସୀଙ୍କ ଏହି ସମ୍ବର୍ଦ୍ଧନା କେବଳ ଜଣେ ଅଧିକାରୀଙ୍କୁ ସମ୍ମାନ ଜଣାଇବା ନୁହେଁ, ବରଂ ନିଷ୍ଠାପର ଓ ଜନହିତକର କାର୍ଯ୍ୟକୁ ସମ୍ମାନ ଦେବାର

ଏକ ଉଦାହରଣ। ଏଭଳି ସମ୍ମାନ ଅନ୍ୟ ସରକାରୀ ଅଧିକାରୀଙ୍କୁ ମଧ୍ୟ ନିଜ ଦାୟିତ୍ୱ ପ୍ରତି ଅଧିକ ଯତ୍ନବାନ ହେବା ଓ ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ମତ ପ୍ରକାଶ  କରିଥିଲେ। ସମ୍ବର୍ଦ୍ଧନା ପ୍ରତିଉତ୍ତରରେ ବଲାଙ୍ଗୀର ମାଟି ଓ ଏଠାକାର ଲୋକଙ୍କ ସହ ଦୀର୍ଘଦିନର ସମ୍ପର୍କ ତାଙ୍କ ପାଇଁ ସବୁବେଳେ ସ୍ମରଣୀୟ ହୋଇ ରହିବ ବୋଲି .ଶ୍ରୀ ଦଳେଇ ପ୍ରକାଶ କରିଛନ୍ତି। କର୍ତ୍ତବ୍ୟ ପାଳନ ର ଆନନ୍ଦ ରେ ଆଜି ଅଭିଭୂତ ବୋଲି କହି ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026

You Might Also Like