-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬

01-Oct-2026



ବରପାଲି - (ସୁଦାମ ଦୀପ) ବରପାଲି ଗଙ୍ଗାଧର କଳା ପରିଷଦ ପରିସରରେ ଆଜି ତା ୩୦,୯ ଦିନ ସନ୍ଧ୍ୟା ସମୟରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇ ଯାଇଛି l  ଅନୁଷ୍ଠାନର ଡ.ରବୀନ୍ଦ୍ର ଗଡତିଆଙ୍କ ସଭାପତିତ୍ବ ରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସମ୍ପାଦକ ହରି ଚରଣ ଖଟୁଆ ସ୍ୱାଗତ ସମ୍ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ l ରୋହିତ ଦାଶ ସଭା କୁ ପରିଚାଳନା କରିଥିଲେ l ଉପସ୍ଥିତ ଜନ ସାଧାରଣ ନୁଆଁଖାଇ ଭେଟଘାଟ ଉପରେ ହେବାକୁ ଥିବା ଆଗାମୀ କାର୍ଯ୍ୟକ୍ରମ ପାଇଁ ବିଭିନ୍ନ ଗଠନ ମୂଳକ ପ୍ରସ୍ତାବ ମାନ ଦେଇଥିଲେ l ଆଗାମୀ ଦିନରେ ବିଭିନ୍ନ ବର୍ଗ ର ବୁଦ୍ଧିଜୀବୀ ଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ସଭା ରେ ପ୍ରସ୍ତାବ ଗୃହୀତ ହୋଇଥିଲା l ସଭାପତି ସଭା ଶେଷରେ ସଭା ରେ ଆଗତ ପ୍ରସ୍ତାବ ସବୁ ଉପରେ ତାଙ୍କର ଆଭିମୁଖ୍ୟ ରଖିଥିଲେ l ଜନ ସାଧାରଣ ଙ୍କ ଅନୁରୋଧ କ୍ରମେ ରୋହିତ ଦାଶ ଏକ ସ୍ୱରଚିତ କବିତା ପାଠ ଓ ସୁବଳ ମେହେର ସାୟରି ପଢି ଶୁଣେଇ ଥିଲେ। ଶେଷରେ ସମ୍ପାଦକ ଶ୍ରୀ ହରି ଚରଣ ଖଟୁଆ ଙ୍କ ଧନ୍ୟବାଦ ଅର୍ପଣ ପରେ ସଭାପତି ସଭା ର ସମାପ୍ତି ଘୋଷଣା କରିଥିଲେ l ସଭା ଶେଷରେ ପାରମ୍ପିରିକ ଖାଦ୍ୟ ଯଥା ଚାଉଳ ବରା, ଆରିସା, କାକରା ଓ ବାଇଗଣ ବରା ଇତ୍ୟାଦି ଖାଦ୍ୟ ପରଷା ଯାଇଥିଲା l ଏହି କାର୍ଯ୍ୟକ୍ରମ କୁ ମହାଦେବ ରାଉତ, ଅଶୋକ ଖଟୁଆ, ଭିକାରୀ ମେହେର ଓ ଅରୁଣ ଖଟୁଆ ଆଦି ପରିଚାଳନା କରିଥିଲେ l 
ବରପାଲି ର ବାନ୍ଧଶିଳ୍ପୀ ସୁରେନ୍ଦ୍ର ମେହେର କ୍ଷେତ୍ରବାସୀ ମେହେର, ଡ଼ ଜଗଦୀଶ ମହାନନ୍ଦ, ଡ଼ ସୁବାସ ଦାଶ,ବୀରେନ୍ଦ୍ର ନାଗ ନିରଞ୍ଜନ ମେହେର, ସରୋଜ ରାଉତ, ସୁରେଶ ଅଗ୍ରୱାଲ , ବିନୋଦ ଅଗ୍ରୱାଲ ଅଶୋକ ଦାଶ, ମୋହନ ମେହେର, ତରଣୀ ବଢ଼େଇ, ନିହାର ତ୍ରିପାଠୀ, ସୀତାରାମ ମେହେର,ବଳରାମ ପ୍ରଧାନ, ପିନାକୀ ଦାଶ ଆଦି ବିଶିଷ୍ଟ ବ୍ୟକ୍ତି ଯୋଗଦାନ କରି ତାଙ୍କର ମତ ରଖି ଥିଲେ l ସାଧାରଣ ରେ କଳା ପରିଷଦ ର ଏହି ଉଦ୍ୟମ କୁ ପ୍ରଶଂସା କରା ଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like