-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ

02-Oct-2026



ସିନାପାଲି ( ଚିନ୍ତାମଣି  ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଟିମନପୁର ଗ୍ରାମସ୍ଥିତ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ବିଶ୍ୱ ଜଳାତଙ୍କ ଦିବସ ଅବସରରେ ଏକ ସଚେତନତାଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଶିବୁ କୁମାର ବିଶ୍ୱାଳ ସଭାପତିତ୍ୱ କରିଥିଲେ। ସିନାପାଲି ବ୍ଲକର ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ଃ କୃଷ୍ଣ ଚନ୍ଦ୍ର ମଲ୍ଲିକ ମୁଖ୍ୟ ଅତିଥି ଏବଂ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସତ୍ୟବ୍ରତ ଗହୀର ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ବରିଷ୍ଠ ଶିକ୍ଷକ ଶ୍ରୀ ନରେନ୍ଦ୍ର କୁମାର ନାଏକ ଅତିଥିମାନଙ୍କୁ ସମ୍ମାନର ସହ ମଞ୍ଚକୁ ଆମନ୍ତ୍ରଣ କରିବା ସହ ସଭାକାର୍ଯ୍ୟ ପରିଚାଳନା କରିଥିଲେ।
ସଭାରେ ଅତିଥିମାନେ ଭାରତ ସମେତ ସାରା ବିଶ୍ୱରେ ଜଳାତଙ୍କ ରୋଗର ସ୍ଥିତି, ଭୟାବହତା, ମୃତ୍ୟୁହାର, ରୋଗର କାରଣ, ଲକ୍ଷଣ, ପ୍ରତିକାର, ପ୍ରତିଷେଧକ ବ୍ୟବସ୍ଥା ଏବଂ ବ୍ୟାପକ ଜନସଚେତନତା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।
କୁକୁର, ବିରାଡ଼ି, ମାଙ୍କଡ଼, ମୂଷା, ନେଉଳ ଓ ବାଦୁଡ଼ି ଭଳି ପ୍ରାଣୀ କାମୁଡ଼ିଲେ କିମ୍ବା ରାମ୍ପୁଡ଼ିଲେ ଏହାକୁ ହେୟଜ୍ଞାନ ନକରି ଭୟ କିମ୍ବା ଲଜ୍ଜାରେ ଚୁପ୍ ନରହି ତୁରନ୍ତ ଚିକିତ୍ସା ବ୍ୟବସ୍ଥା ଗ୍ରହଣ କରିବାକୁ ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।
ପ୍ରାଣୀ କାମୁଡ଼ିଥିବା କିମ୍ବା ରାମ୍ପୁଡ଼ିଥିବା ସ୍ଥାନକୁ ତୁରନ୍ତ ସାବୁନ ଓ ପ୍ରବାହିତ ପାଣିରେ ଭଲ ଭାବେ ଧୋଇବା ସହ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଆଣ୍ଟି-ରେବିଜ୍ ଟିକା ନେବା ଆବଶ୍ୟକ ବୋଲି ସଚେତନ କରାଯାଇଥିଲା। କାମୁଡ଼ିବା ପରେ  ପ୍ରଥମ ଦିନ,ତୃତୀୟ ଦିନ, ସପ୍ତମ ଦିନ, ଚତୁର୍ଦ୍ଦଶ ଦିନ, ୨୮ତମ ଦିନ ଏବଂ ୯୦ତମ ଦିନରେ ସରକାରୀ ଚିକିତ୍ସା କେନ୍ଦ୍ରରୁ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଆଣ୍ଟି-ରେବିଜ୍ ଟିକା ନେବା ପାଇଁ ମାର୍ଗଦର୍ଶନ ଦିଆଯାଇଥିଲା।
ଜଳାତଙ୍କ ରୋଗ ପ୍ରତିରୋଧ ପାଇଁ ସମୟୋପଯୋଗୀ ଚିକିତ୍ସା, ପ୍ରତିଷେଧକ ବ୍ୟବସ୍ଥା ଏବଂ ବ୍ୟାପକ ଜନସଚେତନତା ହିଁ ମୁଖ୍ୟ ଅସ୍ତ୍ର ବୋଲି ଅତିଥିମାନେ କହିଥିଲେ। ଆଗାମୀ ୧୦ ବର୍ଷ ମଧ୍ୟରେ ଭାରତକୁ ଜଳାତଙ୍କମୁକ୍ତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ ପାଇଁ ସମସ୍ତଙ୍କ ସହଯୋଗ ଓ ସଚେତନତା ଆବଶ୍ୟକ ବୋଲି ମତପ୍ରକାଶ ପାଇଥିଲା।
ପରିଶେଷରେ ଶିକ୍ଷକ ଶ୍ରୀ ପ୍ରଦୀପ କୁମାର ବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ପରେ ସଭା ସାଙ୍ଗ ହୋଇଥିଲା। ସେହିପରି ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗୋଡାଲ ଉଚ୍ଚ ବିଦ୍ୟାଳୟ, ମହ ଗାଁ ଉଚ୍ଚ ବିଦ୍ୟାଳୟ, ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସିନାପାଲି ଓ  ବେଲାରାଣୀ ଉଚ୍ଚ ବିଦ୍ୟାଳୟ ଚଟିଆଗୁଡା ଠାରେ ମଧ୍ୟ ବିଶ୍ୱ ଜଳାତଙ୍କ ଦିବସ ଅବସରରେ ସଚେତନତାଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା