-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?

02-Oct-2026



(ପ୍ରିୟଦର୍ଶିନୀ ପାତ୍ର)
 ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଛ ଭାରତ ଅନ୍ତର୍ଗତ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ର ସଫଳତା କୁ ନେଇ ପ୍ରଶ୍ନ ଉଠାଇଛନ୍ତି ବୁଦ୍ଧିଜୀବୀ। ନାମକୁ ମାତ୍ର କାର୍ଯ୍ୟକ୍ରମ କାହା ସ୍ବାର୍ଥରେ? ମୂଳ ସିଦ୍ଧାନ୍ତ ରୁ ବ୍ୟତିକ୍ରମ ହୋଇ କାର୍ଯ୍ୟକ୍ରମ କଲେ କଣ ଲକ୍ଷ ହାସଲ ହୋଇ ପାରିବ ?  ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳନ ଅବସରରେ  ଅଞ୍ଚଳ ର ଆଦିବାସୀ, ଅନୁସୂଚିତ ଜାତି, ପଛୁଆ ବର୍ଗ ର ମୂଳ ନିବାସୀ ବୟସ୍କ ବ୍ୟକ୍ତି ମା‌ନଙ୍କୁ,  ଯେଉଁ ମାନ ଙ୍କ ପୂର୍ବପୁରୁଷ ଶହ ଶହ ବର୍ଷ ରୁ ଏହି ଅଞ୍ଚଳରେ ସ୍ଥାୟୀ ଭାବେ ବସବାସ କରୁଛନ୍ତି ସେମାନଙ୍କ ଦାୟାଦ ଅନେକ ବୟସ୍କ ବ୍ୟକ୍ତି ବିଶେଷ ଅଛନ୍ତି ସେମାନଙ୍କୁ ମଧ୍ୟ କାର୍ଯ୍ୟକ୍ରମ ରେ ସାମିଲ କରିବା ଆବଶ୍ୟକ ଥିଲ ବୋଲି ଜନମାନସରେ ଚର୍ଚ୍ଚା ଜୋର ଧରିଛି।  ସ୍ଥାୟୀ ଓ ମୂଳ ନିବାସୀ ବୟସ୍କ ବ୍ୟକ୍ତି ସମେତ ସମସ୍ତ ବୟସ୍କ ବ୍ୟକ୍ତି ମାନଙ୍କୁ ସମାନ ମର୍ଯ୍ୟାଦା ଓ ଅଧିକାର ସୁନିଶ୍ଚିତ କରିବା ହିଁ ଆମ ସମସ୍ତ ଭାରତୀୟ ଙ୍କ କର୍ତ୍ତବ୍ୟ ବୋଲି ବୁଦ୍ଧିଜୀବୀମାନେ ପ୍ରତିକ୍ରିୟା ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା