-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ

02-Oct-2026



(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତ ରକ୍ତ ଭଣ୍ଡାର ଠାରେ ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ପାଳନ ହୋଇଯାଇଛି । ସୋନପୁର ମେଡିକାଲ୍  ତରଫରୁ ଆୟୋଜିତ ଏହି କାର୍ଯ୍ଯ କ୍ରମ ରେ ମୁଖ୍ୟ ଅତିଥି ଭାବରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ସମ୍ମାନିତ  ଅତିଥି ଭାବରେ  ଅଞ୍ଜଳୀନା ପଧାନ,  ମେଡିକାଲ୍ ଅଧୀକ୍ଷକ ଦୁର୍ଗା ଦତ୍ତ ଦାଶ , ସି ଡ଼ି ଏମ୍ / ପି ଏଚ୍ଚ ଓ  ଉଷାରାଣୀ ଦାଶ, ଡେପୁଟି କଲେକ୍ଟର ରାଜେଶ କୁମାର ସାହୁ,  ହସ୍ପିଟାଲ ମ୍ୟାନେଜର ସାଗରିକା ସ୍ୱାଇଁ, ଯୋଗ ଦେଇ ରକ୍ତ ଦାନ ଶିବିର କୁ ଶୁଭ ଉଦ୍ଘାଟନ କରି ନିଜେ ଏ ଡି ଏମ୍ ଶ୍ରୀମତୀ ପଧାନ ରକ୍ତ ଦାନ କରି ସଭାରେ ସମସ୍ତ ଙ୍କୁ ସଚେତନ କରିଥିଲେ l ନୂଆଁ ରକ୍ତ ଦାତା ଙ୍କୁ ଅଧିକ ଯୋଡିବାକୁ ସଚେତନ କରିବା ସହ ରକ୍ତ ଦାନ ସହିତ ରକ୍ତ ସଂରକ୍ଷଣ ଦିଗରେ ପୂରା ପ୍ରୟାସ କରିବାକୂ ପ୍ରତିଶୁତି ଦେଇଥିଲେ l ଏହି ଶିବିର ରେ ୧୫   ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା l  ବ୍ଲଡ ବ୍ୟାଙ୍କ ର ଜଗତ ନାରାୟଣ ଦରୱାନ, ରେବତୀ ମାହାପାତ୍ର, ଶୁଶାନ୍ତ ନାଏକ, ଡ଼ାଫାଡ଼ିଲ ପ୍ରଧାନ ଓ ସୁରଭି ଲେଙ୍କା ରକ୍ତ ସଂଗ୍ରହ କରିଥିଲେ l ସରକାରୀ ମହିଳା ସ୍ବାସ୍ଥ୍ୟ କାର୍ମି ତାଲିମ୍ କେନ୍ଦ୍ର ର ଶତାଧିକ ଛାତ୍ରୀ, ବିଭିନ୍ନ ସ୍ବେଛାସେବୀ ସଂଗଠନ ର କର୍ମ କର୍ତ୍ତା ଯୋଗ ଦେଇ ଥିଲେ l  ସୋନପୁର କଲେଜ୍ ଅଧ୍ୟାପକ  ଉମାକାନ୍ତ ନାଗ, ସ୍ୱଚ୍ଛ ଭାରତ ସଙ୍ଗଠନ କୋଡ଼ି ନେଟର ମନୋରଞ୍ଜନ ତ୍ରିପାଠୀ,  ରକ୍ତ ଦାତା ସଂଘ ର ଉଦ୍ୟୋକ୍ତା ମନୋଜ୍ ପଣ୍ତା, ବୁଢ଼ାରଜା ୟୁଥ୍ ଏସୋ ସିଏସନ ର ଶିବ ଶଙ୍କର ନାଏକ୍, ମାହେଶ୍ୱରୀ ସେନା ର ଉଦ୍ୟୋକ୍ଟା ନୂଆଁ ରକ୍ତ ଦାତା ଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ l ଅଧ୍ୟକ୍ଷା ଡ଼ା ଦାଶ ସଭା ପରିଚାଳନା କରିଥିବା ବେଳେ ମନୋରଞ୍ଜନ ତ୍ରିପାଠୀ  ଧନ୍ଯବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା