-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ

02-Oct-2026



କଟକ  ୦୨.୧୦.୨୦୨୬(ତପନ ମହାନ୍ତି)କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଙ୍କ ଜୟନ୍ତୀ ବିରିବାଟି ଠାରେ ସଦର ବ୍ଲକ କଂଗ୍ରେସ ସଭାପତି ସୀତାକାନ୍ତ ପଣ୍ଡା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି।ଏହି ସଭା ରେ ବକ୍ତା ମାନେ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଙ୍କ ଜୀବନୀ ବିଷୟରେ ଆଲୋଚନା କରିବା ସହିତ ଆଜିର ସମାଜ ପାଇଁ ଗାନ୍ଧୀ ବାଦ ଯେ ନିହାତି ଜରୁରୀ,ସେ ବିଷୟ ରେ ଆଲୋକ ପାତ କରିଥିଲେ।ଆଗାମୀ ଦିନରେ ସମସ୍ତେ ଏକତ୍ରିତ ହୋଇ କାର୍ଯ୍ୟ କରି କଟକ ସଦର ନିର୍ବାଚନ ମଣ୍ଡଳୀ ର କଂଗ୍ରେସ ସଙ୍ଗଠନ କୁ ମଜବୁତ୍ କରିବା ପାଇଁ ବଜ୍ର ଶପଥ ନେଇଥିଲେ।ଏହି କାର୍ଯ୍ୟକ୍ରମ ରେ କଟକ ସଦର ନିର୍ବାଚନ ମଣ୍ଡଳୀ ନେତା ଶ୍ରୀଯୁକ୍ତ ରାମଚନ୍ଦ୍ର ଗୋଚ୍ଛାୟତ,ବରିଷ୍ଠ ଯୁବନେତା ଶ୍ରୀଯୁକ୍ତ ଦିଲୀପ ମହାନ୍ତି,ପୂର୍ବତନ ନଗର କଂଗ୍ରେସ ମୁଖପାତ୍ର ମାନସ ପରିଡ଼ା,ବରିଷ୍ଠ କଂଗ୍ରେସ ନେତା ନିର୍ମଳ ସ୍ୱାଇଁ,ଜୟନାରାୟଣ ତ୍ରିପାଠୀ,ସ୍ବପ୍ନ କୁମାର ସ୍ୱାଇଁ,ଜୋନ ସଭାପତି ଆଡଭୋକେଟ ସଞ୍ଜୟ ପରିଡ଼ା,ସର୍ ୱାର ଅଲ୍ଲୀ ଖାଁ,ଜିଲ୍ଲା କଂଗ୍ରେସ ର ମମତା ସିଂହ,ଦୀପ୍ତି ରଞ୍ଜନ ଲେଙ୍କା,ସରୋଜ ପ୍ରଧାନ,ବ୍ଲକ କଂଗ୍ରେସ ନେତା ନିହାର ରଞ୍ଜନ ନନ୍ଦ,ଆଲମାସ୍ ରାଗବି,ଆଲୋକ ଜେନା, ନାଜମର ହୁସେନ ଖାଁ,ନିରଞ୍ଜନ ସାହୁ,ଇଲୁ  ସିଂହ,ସ୍ମୃତି ରଞ୍ଜନ ମହନ୍ତ,ଦିଲୀପ ସାମଲ,ମୁଖପାତ୍ର କୁମାରୀ ସାଇ ରାଜଲକ୍ଷ୍ମୀ,ଶରତ ଚନ୍ଦ୍ର ଦାସ, ଆଶିଷ କୁମାର ବର୍ମନ୍,ବିଭିନ୍ନ ପଞ୍ଚାୟତର ବରିଷ୍ଠ କଂଗ୍ରେସ ନେତା ଦିଲୀପ କୁମାର ବାରିକ,ମହେଶ୍ୱର ମହନ୍ତ,ରାଜେଶ୍ ବେହେରା, ଜଗା ପଣ୍ଡା,ଦିବାକର ମୁଦୁଲି,ମହମ୍ମଦ କସିମ୍  ଯୋଗ ଦେଇ ଥିଲେ।ପରିଶେଷରେ ବରିଷ୍ଠ କାର୍ଯ୍ୟକର୍ତ୍ତା ଅକ୍ଷୟ ରାଉତରାୟ ଧନ୍ୟବାଦ୍ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା