-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ

02-Oct-2026



ଟିଟିଲାଗଡ଼(ପ୍ରେରଣା ଖବର)-  ଗାନ୍ଧୀ ଜୟନ୍ତୀ ଅବସରରେ ଟିଟିଲାଗଡ଼କୁ ପରିଷ୍କାର, ସବୁଜ ଓ ସୁସ୍ଥ ସହର ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଶ୍ରୀ ଦାଦୀଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ୍ ସ୍କୁଲ୍ ପକ୍ଷରୁ ‘ଗ୍ରୀନ ଟିଟିଲାଗଡ଼–କ୍ଲିନ୍ ଟିଟିଲାଗଡ଼’ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ୨ ଅକ୍ଟୋବର  ଶୁକ୍ରବାର ସକାଳ ୮ଟାରୁ ଏହି ଅଭିଯାନ ଆରମ୍ଭ ହୋଇ ରେଳ ଷ୍ଟେସନରେ ପହଞ୍ଚିଥିଲା। ଟିଟିଲାଗଡ଼ ରେଲୱେ ଷ୍ଟେସନ ଠାରେ ଏହାର ଉଦ୍‌ଘାଟନ ସମାରୋହରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ, ସମ୍ମାନୀତ ଅତିଥି ଭାବେ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ପଦ୍ମନାଭ ସାମନ୍ତରାୟ, ପୌର ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଚନ୍ଦନ ଶତପଥି, ଏସଡିପିଓ ଶ୍ରୀଯୁକ୍ତ ଯଶୋବନ୍ତ ନାରାୟଣ ପ୍ରଧାନୀ, ସ୍କୁଲ ଟ୍ରଷ୍ଟି ଶ୍ରୀମତି ଶ୍ୟାମା ଦେବୀ ଅଗ୍ରୱାଲ, ସ୍କୁଲ ଅଧ୍ୟକ୍ଷା ଡ୍ ସୁନନ୍ଦା ଜତି, ସ୍କୁଲ ଉପାଧ୍ୟକ୍ଷା ଶ୍ରୀଯୁକ୍ତ ପିତାମ୍ବର ଶର୍ମା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତି ସ୍ନିଗ୍ଧା ମହାନ୍ତି ରୋଟାରି କ୍ଲବ ସଭାପତି ଶ୍ରୀମତି ସାରଦା ରାଓ ମଞ୍ଚାସୀନ ହୋଇଥିଲେ। ତାପରେ  ଅତିଥିଙ୍କ ଦ୍ଵାରା ସ୍ବଛତା ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ସ୍କୁଲ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସ୍ବଛତାକୁ ନେଇ ଏକ ନାଟକ ପରିବେଷଣ କରାଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ ସମସ୍ତଙ୍କୁ ସ୍ବଛତାର ସଂକଳ୍ପ ଗ୍ରହଣ କରାଇବା ସହ ସହରକୁ ସଫା ସୁତୁରା ରଖିବାକୁ ଆହ୍ୱାନ ଦେଇଥିଲେ। ଏହାପରେ ସମସ୍ତ ଅତିଥି ମାନେ ସ୍କୁଲ ଛାତ୍ର ଛାତ୍ରୀଙ୍କ ସହ ମିଶି ସଫେଇ ଅଭିଯାନ ଆରମ୍ଭ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ସ୍ଥାନୀୟ ସମାଜର ସଦସ୍ୟମାନେ ଏଥିରେ ସକ୍ରିୟ ଭାବେ ସାମିଲ ହୋଇଥିଲେ । ସହରରେ ପରିଷ୍କାର ପରିଚ୍ଛନ୍ନତା ବଜାୟ ରଖିବା, ପରିବେଶ ସୁରକ୍ଷା ପ୍ରତି ଲୋକଙ୍କ ଦାୟିତ୍ୱବୋଧ ବୃଦ୍ଧି କରିବା ଏବଂ ନାଗରିକ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୁଖ୍ୟ ଲକ୍ଷ୍ୟ ବୋଲି ବିଦ୍ୟାଳୟର ଅଧ୍ୟକ୍ଷା ଡ ସୁନନ୍ଦା ଜଟି କହିବା ସହ ସ୍ୱଚ୍ଛତା କାର୍ଯ୍ୟ, ବର୍ଜ୍ୟବସ୍ତୁ ସଂଗ୍ରହ, ପରିବହନ ଓ ଏହାର ସଠିକ୍ ନିଷ୍କାସନ ପାଇଁ ସମ୍ପୃକ୍ତ ପ୍ରଶାସନିକ ଓ ନାଗରିକ କର୍ତ୍ତୃପକ୍ଷଙ୍କ ସହଯୋଗ ଓ ସମନ୍ୱୟ ଲୋଡ଼ାଯାଇଥିଲା।

ବିଦ୍ୟାଳୟର ଅଧ୍ୟକ୍ଷା ଡ. ସୁନନ୍ଦା ଜାତି ଏହି ଅଭିଯାନକୁ ସଫଳ କରାଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ୍ ଜ୍ଞାପନ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ ପରିଚାଳନା କରାଇବାରେ ଧରିତ୍ରୀ ମହାନ୍ତି, ଧବଳେଶ୍ବର ଦଳବେହେରା, ଇପ୍ସିତା ମିଶ୍ର, ବନମାଳି ପଣ୍ଡା, ପ୍ରମୋଦ କୁମାର ପାଲ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା