-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।

02-Oct-2026



ବଲାଙ୍ଗିର(ପ୍ରେରଣା ଖବର): ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ ଏବଂ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦ୍ଦେଶକ୍ରମେ ବଲାଙ୍ଗିର ସଦର ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଜନସମ୍ପର୍କ ଅଭିଯାନ ପଦଯାତ୍ରା ଆରମ୍ଭ ହୋଇଛି।

ଅଭିଯାନର ପ୍ରଥମ ଦିନରେ ଝଙ୍କାରପାଳି, ବରକାନି, ହର୍ଡାତାଲ ଓ ଗର୍ଜନ ଗ୍ରାମ ପଞ୍ଚାୟତରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଦଳୀୟ ନେତୃବୃନ୍ଦ ଓ କର୍ମୀମାନେ ଗ୍ରାମବାସୀଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କ ସୁଖଦୁଃଖ ଓ ବିଭିନ୍ନ ସ୍ଥାନୀୟ ପ୍ରସଙ୍ଗ ସମ୍ପର୍କରେ ଅବଗତ ହୋଇଥିଲେ।

ପଦଯାତ୍ରାରେ ସଦର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ, ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ , ଦେଓଗାଁ ବ୍ଲକ ଅଧ୍ୟକ୍ଷ ଶ୍ରୀ ଦୟାନିଧି ଖମାରୀଙ୍କ ସମେତ ବିଜୁ ଜନତା ଦଳର ବରିଷ୍ଠ ନେତା କୁଳମଣି ମେହେର, ଟିମା ମହାନ୍ତି, ଗୋଲାପ ବାଗ, ବିଧୁ ଭୂଷଣ ତ୍ରିପାଠୀ, ରାଜେନ୍ଦ୍ର ପ୍ରସାଦ ହୋତା, ପ୍ରଦ୍ୟୁମ୍ନ ହୋତା, ନିହାର ସ୍ୱାଇଁ, ଟିଟୁ ସାହୁ, ସୁମନ ନନ୍ଦଙ୍କ ସମେତ ବହୁ ସଂଖ୍ୟକ ନେତା, ପଦାଧିକାରୀ ଓ କର୍ମୀ ଯୋଗଦେଇଥିଲେ।

ପଦଯାତ୍ରା ମାଧ୍ୟମରେ ଦଳୀୟ ନେତୃବୃନ୍ଦ ଲୋକଙ୍କ ନିକଟରେ ପହଞ୍ଚିବା ସହ ଜନସାଧାରଣଙ୍କ ସହ ସମ୍ପର୍କକୁ ଆହୁରି ମଜବୁତ କରିବାର ବାର୍ତ୍ତା ଦେଇଥିଲେ।

ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା