-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ

03-Oct-2026



ବରପାଲି : (ସୁଦାମ ଦୀପ) ବରପାଲି  ରେଳୱେ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ଥିବାବେଳେ ଟ୍ରାଫିକ୍ ସମସ୍ୟାର ସମାଧାନ ଓ ଭାରୀ ଯାନବାହନ ପାଇଁ ବିକଳ୍ପ ରାସ୍ତାରେ ଡାଇଭର୍ସନ୍‌ ବ୍ୟବସ୍ଥା କରିବାକୁ ଦାବି ହୋଇଛି। ଏନେଇ ଜଗନ୍ନାଥ ନଗର ଦୁର୍ଗା ପୂଜା କମିଟିର ସଭାପତି ତଥା ବିଜୁ ଯୁବ ଜନତା ଦଳର ବରଗଡ଼ ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ବରଗଡ଼ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଏହାର ନକଲ ବିଜେପୁର ବିଧାୟକ ସନତ ଗର୍ତ୍ତିଆ, ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଓ ସଡ଼କ ଓ ସେତୁ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ଚିଠିରେ ଦର୍ଶାଯାଇଛି ଯେ, ଓଭରବ୍ରିଜ୍‌ର ଉଭୟ ସର୍ଭିସ୍‌ ରୋଡ୍‌ର ନିର୍ମାଣ କାମ ଚାଲିଥିବାରୁ ବାରମ୍ବାର ଗୋଟିଏ ରାସ୍ତା ବନ୍ଦ ରହୁଛି। ଫଳରେ ଭାରୀ ଟ୍ରକ୍‌ ସମେତ ଅନ୍ୟାନ୍ୟ ଯାନବାହନ ସଂକୀର୍ଣ୍ଣ ବରପାଲି–ସୋନପୁର ରାସ୍ତା ଦେଇ ଯାତାୟାତ କରୁଥିବାରୁ ଟ୍ରାଫିକ୍‌ ଜାମ୍‌ ସୃଷ୍ଟି ହେଉଛି। ଏହାଦ୍ୱାରା ଛାତ୍ରଛାତ୍ରୀ, ରୋଗୀ, ବୃଦ୍ଧବୃଦ୍ଧା ଓ ସାଧାରଣ ଯାତ୍ରୀ ଅସୁବିଧାରେ ପଡ଼ୁଥିବା ସହ ଦୁର୍ଘଟଣା ଆଶଙ୍କା ବଢ଼ିଥିବା ଉଲ୍ଲେଖ କରାଯାଇଛି। ସର୍ଭିସ୍‌ ରୋଡ୍‌କୁ ଶୀଘ୍ର ସମ୍ପୂର୍ଣ୍ଣ କରି କଂକ୍ରିଟ୍‌ କରିବା ସହ ଓଭରବ୍ରିଜ୍‌ କାମ ଶେଷ ହେବା ପର୍ଯ୍ୟନ୍ତ ଭାରୀ ଯାନଗୁଡ଼ିକୁ ରାମପୁର–ଡୁଙ୍ଗୁରିପାଲି–ବାଲିତିକ୍ରା ରାସ୍ତା ଦେଇ ମେନ୍‌ କେନାଲ୍‌ ରୋଡ୍‌ ଆଡ଼କୁ ଡାଇଭର୍ଟ କରିବାକୁ ଦାବି ହୋଇଛି। ଏଥିସହ ଟ୍ରାଫିକ୍‌ କର୍ମଚାରୀ ମୁତୟନ, ବ୍ୟାରିକେଡ୍‌, ସତର୍କତାମୂଳକ ଫଳକ ଓ ଆବଶ୍ୟକ ରୋଡ୍‌ ସେଫ୍ଟି ବ୍ୟବସ୍ଥା କରିବାକୁ ମଧ୍ୟ ଅନୁରୋଧ କରାଯାଇଛି। ଆଗାମୀ ଦୁର୍ଗାପୂଜା ଓ ରାବଣ ଦହନ ସମୟରେ ହଜାର ହଜାର ଲୋକଙ୍କ ସମାଗମ ହେବାକୁ ଥିବାରୁ ଏହି ସମସ୍ୟା ପ୍ରତି ତୁରନ୍ତ ପଦକ୍ଷେପ ନେବାକୁ ଚିଠିରେ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା