-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ

03-Oct-2026



ବରପାଲି  (ସୁଦାମ ଦୀପ) ଆଜି ଅକ୍ଟୋବର ୨  ତାରିଖ ସ୍ଥାନୀୟ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅତ୍ୟନ୍ତ ଉତ୍ସାହ ଓ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି।ପ୍ରାରମ୍ଭିକ ପର୍ଯ୍ୟାୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ୱରେ ଅଧ୍ୟାପକ,ଅଧ୍ୟାପିକା ଏବଂ ଛାତ୍ରୀମାନେ ପୂଜ୍ୟପୂଜା କ୍ରମରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାପରେ ମହା ବିଦ୍ୟାଳୟର ଏନ୍.ଏସ୍.ଏସ୍. ଓ ରେଡ୍‌କ୍ରସ୍ ବିଭାଗ ପକ୍ଷରୁ କ୍ୟାମ୍ପସ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।"ସତ୍ୟ, ଅହିଂସା ଏବଂ ସ୍ୱଚ୍ଛତା" ଶୀର୍ଷକ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗଦାନକରି ଗାନ୍ଧିଜୀଙ୍କ ଅହିଂସା ନୀତି ଓ ଶାସ୍ତ୍ରୀଜୀଙ୍କ 'ଜୟ ଯବାନ, ଜୟ କିସାନ' ନାରାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଆଜିକାଲିର ଯୁବପିଢ଼ି ଓ ଛାତ୍ରୀମାନେ ଏହି ମହାନ ପୁରୁଷମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶସେବାରେ ବ୍ରତୀ ହେବାକୁ ସେ ଆହ୍ୱାନ ଦେଇଥିଲେ। ଶେଷରେ ଇକୋ କ୍ଲବ ସଂଯୋଜକ ନେପାଲ ବିଶ୍ୱାଳ ଧନ୍ୟବାଦ ଅର୍ପଣ ସହ କାର୍ଯ୍ୟକ୍ରମର ସାଙ୍ଗ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା