-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ

03-Oct-2026



ଲୋଇସିଂହା, (ପ୍ରେରଣା ଖବର) ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ଠାରେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଂଚ ଶ୍ରୀମତୀ ଲକ୍ଷ୍ମୀ ପାଧାନ୍, ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଅକ୍ଷୟପାଣି ଉଡୁ, କନିଷ୍ଠ ଯନ୍ତ୍ରୀ ଶ୍ରୀଯୁକ୍ତ କେଦାରନାଥ ମେହେର,ବି.ଆର୍.ସି ଶ୍ରୀଯୁକ୍ତ ଛବିଳ କୁମ୍ଭାର, ପି.ଇ.ଓ ଶ୍ରୀଯୁକ୍ତ ପ୍ରହଲ୍ଲାଦ ବେହେରା, ଏ.ଡି.ଇ ଓ ଶ୍ରୀଯୁକ୍ତ ଜିତେନ୍ଦ୍ରିୟ ସାହୁ, ବିଶିଷ୍ଟ ସମାଜ ସେବୀ ଶ୍ରୀଯୁକ୍ତ ଯୁଧିଷ୍ଟିର ପଧାନ୍ ଙ୍କ ସହ ଜିଲ୍ଲା ସ୍ତରୀୟ କର୍ମଚରୀ ପ୍ରମୁଖ ଯୋଗ ଦେଇଥିଲେ । ଏହା ସହିତ ଗ୍ରାମ ପଞ୍ଚାୟତ ର ୱାର୍ଡ ସଭ୍ୟ/ସଭ୍ୟା, ଆଶା କର୍ମୀ, ଏମ.ବି.କେ, ସି.ଆର୍.ପି.ସି.ଏମ୍, ମେଟ୍, ଏସ୍.ଏଚ.ଜି ସଦସ୍ୟା, ଭି.ବି.ଜି.ରାମ. ଜି ଶ୍ରମିକ ଓ ବଜନସାଧାରଣ କାର୍ଯ୍ୟକ୍ରମ ରେ ସାମିଲ ଥିଲେ । ଏହି କାର୍ଯ୍ୟକ୍ରମ ରେ ଆଜି ପ୍ରଥମେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଉଡୁ ମହାତ୍ମା ଗାନ୍ଧୀଙ୍କ ଫଟୋ ଚିତ୍ର ରେ ପୁଷ୍ପମାଲ୍ୟ ଦେଇଥିଲେ l ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ତାଙ୍କର ସ୍ବାଗତ ଭାଷଣ ରେ ସମସ୍ତଙ୍କୁ ସ୍ବାଗତ କରିବା ସହ ଗ୍ରାମ ସଭାର ବିଷୟ ବସ୍ତୁ ଉପରେ ଆଲୋକପାତ କରିଥିଲେ l ଶ୍ରୀଯୁକ୍ତ ଅଭିଜିତ ପଣ୍ଡା ମହାଶୟ ଶିଶୁ ଶ୍ରମିକ କିପରି ରୋକା ଯାଇ ପାରିବ ସେ ବିଷୟ ରେ କିପରି ଲୋକେ ସଚେତନ ହେବେ ସେ ଉପରେ ବକ୍ତବ୍ୟ ରଖିଥିଲେ l ଶ୍ରୀମତୀ ବବିତା ପ୍ରଧାନ ମାଡlମ୍ ଅତି ସୁନ୍ଦର ସରଳ ଭାବରେ ଉପସ୍ଥିତ ଜନସାଧାରଣ ଙ୍କୁ ସ୍ବାସ୍ଥ୍ୟ ଓ ସ୍ବଚ୍ଛତା ବିଷୟରେ ବୁଝାଇଥିଲେ l ସଫେଇ କାର୍ଯ୍ୟରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ବୁଢିପଦର୍ ଗ୍ରାମ ପଞ୍ଚାୟତକୁ,ମା ଲକ୍ଷ୍ମୀ ଏସ୍.ଏଚ୍ଚ.ଜି ଓ ସଫେଇ ମିତ୍ର ଜୟକୃଷ୍ଣ ସୁନା ଙ୍କୁ ଆଜି କାର ସଭାରେ ବ୍ଲକ୍ ତରଫରୁ ସମ୍ମାନିତ କରାଯାଇଥିଲା l ସରକାରଙ୍କ ବିଭିନ୍ନ ପ୍ରକାର ଯୋଜନା ବିଷୟ ରେ ପି.ଇ.ଓ ଉପସ୍ଥାପନ କରିଥିଲେ ଓ ବହୁ ସଂଖ୍ୟାରେ ଆସି ଗ୍ରାମ ସଭାରେ ଅଂଶ ଗ୍ରହଣ କରିଥିବାରୁ ସମସ୍ତ ଙ୍କୁ ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା