-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

03-Oct-2026



ସୁନ୍ଦରଗଡ଼(କାଞ୍ଚନପ୍ରଭା ନନ୍ଦ):  ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମାଠାରେ ଆଜି ପାଳିତ ହୋଇଯାଇଛି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ। ଏହି ଅବସରରେ ପ୍ରାତଃ ସହର ମଧ୍ୟରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ୍ ପରିବେଷଣ କରାଯାଇଥିଲା। ସହର ମଧ୍ୟରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ସେହିଭଳି ଜିଲ୍ଲାପାଳଙ୍କ

କାର୍ଯ୍ୟାଳୟଠାରେ ମଧ୍ୟ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲା ପ୍ରଶାସନ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ଏବଂ ଗାନ୍ଧିଜୀ ଙ୍କ ସ୍ମୃତିଚାରଣ କରାଯାଇଥିଲା। 

ଏହି ଅବସରରେ ସ୍ଥାନୀୟ ସଦଭାବନା ଭବନ ଠାରେ ଏକ ସାଧାରଣ ସଭା ଆୟୋଜନ ସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସର୍ବଧର୍ମ ପ୍ରାର୍ଥନା କରାଯାଇ ପବିତ୍ର ଗୀତା, କୋରାନ, ବାଇବେଲ, ଗୁରୁଗ୍ରନ୍ଥ ସାହିବରୁ କିଛି ବାଣୀ ଉଚ୍ଚାରଣ  କରାଯାଇ ସମାଜରେ ସତ୍ୟ ଅହିଂସା, ଭାତୃତ୍ୱ ଭାବର ବାର୍ତ୍ତା ପ୍ରଦାନ କରାଯାଇଥିଲା।  ଶ୍ରୀ ଗଣେଶ ତ୍ରିପାଠୀ ଭାଗବତ ଗୀତାରୁ କିଛି ପଂକ୍ତି ଆବୃତ୍ତି କରିଥିଲେ। ସେହିଭଳି ଜନାବ ମୁକ୍ତାର ଅହମ୍ମଦ କୋରାନ, ଗୁରୁ ରବିନ୍ଦର୍ କୌର ପବିତ୍ର ଗୁରୁଗ୍ରନ୍ଥ ସାହିବ ଏବଂ ରେଭ ହାଲାନ ମୁଣ୍ଡୁ ହଲି ବାଇବେଲ ପାଠ କରିଥିଲେ ଏବଂ ଗାନ୍ଧିଜୀ କିଭଳି ସତ୍ୟ, ଅହିଂସା, ଶାନ୍ତି, ସମାନୁବର୍ତ୍ତିତା  ଆଦି ଧର୍ମ ପାଳନ ଦ୍ଵାରା ଆମ ଦେଶ ଇଂରେଜ ମାନଙ୍କ କବଳରୁ ମୁକ୍ତ କରାଇଥିଲେ ତାହା ଉପରେ ଆଲୋଚନା କରିବା ସହିତ ସମସ୍ତେ ମହାତ୍ମାଙ୍କ ସେହି ପଥ ଅନୁସରଣ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। 

ପରେ ପରେ ଜିଲ୍ଲାସ୍ତରୀୟ ଗାନ୍ଧିଜୀ ଜୟନ୍ତୀ ଅବସରରେ  ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଚିତ୍ରାଙ୍କନ, ଦେଶାତ୍ମବୋଧକ ସଙ୍ଗୀତ, ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ର ମାନଙ୍କୁ ପୁରଷ୍କୃତ କରାଯାଇଥିଲା।  କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ,ସଦର ଉପଜିଲ୍ଲାପାଳ ତେଜସ୍ଵୀନି ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ସାରଙ୍ଗଧର ବରିହା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ବରିଷ୍ଠ ନାଗରିକ ସଂଘ, ଅବସରପ୍ରାପ୍ତ ବରିଷ୍ଠ ନାଗରିକ ସଂଘର ବହୁ ସଦସ୍ୟ, ବୁଦ୍ଧିଜୀବୀ, ଶିକ୍ଷକ ଶିକ୍ଷୟତ୍ରୀ ତଥା ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା