-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||     

HOME   ଜିଲ୍ଲା

ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା

03-Oct-2026



ଟିଟିଲାଗଡ- ଟିଟିଲାଗଡ ସହରର ହେଲୋ କିଡ୍ସ ପ୍ଲେ ସ୍କୁଲର ପ୍ରିନ୍ସିପାଲ ଫେଜ ଖାଁ ଙ୍କ ଅଧ୍ୟକ୍ଷତାରେ ଗାନ୍ଧି ଜୟନ୍ତୀ ପାଳିତ ହେଇଯାଇଛି। ଗାନ୍ଧି ଜୟନ୍ତୀ ଉପଲକ୍ଷେ ସ୍କୁଲର ଛାତ୍ର ଛାତ୍ରୀଙ୍କୁ ନେଇ ଏକ ଫେନ୍ସି ଡ୍ରେସ ପ୍ରତିଯୋଗୀତା ଟିଟିଲାଗଡ ମାରୱାଡ଼ି ସୃଜନ ଶାଖା ସହଜୋଗରେ ଅନୁଷ୍ଠିତ ହୋଇଯାଇଛି। କୃତି ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରଯାଇଥିଲା। ଏହି ଅବସରରେ ଅତିଥୀ ଭାବେ ୟୁପିଏମଏସ ସଭାପତି ଶ୍ରୀମତି ସଙ୍ଗୀତା ଅଗ୍ରୱାଲ, କୋଷାଧକ୍ଷ ଶ୍ରୀମତି ସରୋଜ ଅଗ୍ରୱାଲ, ମାରୱାଡ଼ି ସୃଜନ ଶାଖାର ସଭାପତି ନିଲମ ଅଗ୍ରୱାଲ ଏବଂ ସଦସ୍ୟା ପ୍ରୀତି ଅଗ୍ରୱାଲ ଉପସ୍ଥିତ ଥିଲେ। ଏହି ଜୟନ୍ତି ପାଳନ କରିବାରେ ସ୍କୁଲର ସମସ୍ତ  ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026

You Might Also Like