-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା

03-Oct-2026



ଲୋଇସିଂହା, (ପ୍ରେରଣା ଖବର) ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ଆଜି ପବିତ୍ର ଜାତିର ଜନକ ସତ୍ୟ ଓ ଅହିଂସା ର ପ୍ରତୀକ ମହାତ୍ମା ଗାନ୍ଧୀ ଙ୍କ ଜନ୍ମ ଜୟନ୍ତୀ ରେ ବିଜୁ ଜନତା ଦଳ ଆଗଲପୁର ବ୍ଲକ ତରଫରୁ ପଟୁଆପାଲି ଗ୍ରାମ ପଞ୍ଚାୟତର ପାଣ୍ଡରିଡୁଙ୍ଗରି ଗ୍ରାମରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା l ଏହି ପଦଯାତ୍ରା କାର୍ଯ୍ୟକ୍ରମ ରେ ଆଗଲପୁର ବ୍ଲକ ବିଜେଡି ସଭାପତି ଉତ୍ତମ ଭୋଇ ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବରେ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଶ୍ରୀ ନିହାର ରଞ୍ଜନ ବେହେରା, ସମ୍ମାନିତ ଅତିଥି ଭାବରେ ଜ଼ିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ବୀଣାପାଣି ଦାସ, ଜିଲ୍ଲା ବିଜେଡି ସମ୍ପାଦକ ଶ୍ରୀଯୁକ୍ତ ଗୋବର୍ଦ୍ଧନ ସାହୁ, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ବିଜୟ ଦାସ, ପଟୁଆପାଲି ସମବାୟ ସମିତି ସଭାପତି ତଥା ପୂର୍ବତନ ବ୍ଲକ୍ ସଭାପତି ଶ୍ରୀ ପ୍ରମୋଦ ମିଶ୍ର, ମୂର୍ସୁଣ୍ଡି ସମବାୟ ସମିତିର ସଭାପତି ଶ୍ରୀ ଜଗବନ୍ଧୁ, ପୂର୍ବତନ ସରପଞ୍ଚ ଐବଲ୍ୟ ଛତ୍ରିଆ ଙ୍କ ସମେତ ବିଜୁ ଜନତା ଦଳ ର କର୍ମକର୍ତ୍ତା ଓ ବିଭିନ୍ନ ପଂଚାୟତ ର ସରପଞ୍ଚ ଓ ସମିତି ମାନେ ଉପସ୍ଥିତ ଥିଲେ l ଏହି ପଦଯାତ୍ରା ରେ ଗ୍ରାମ ପାରିଭ୍ରମଣ କରିବା ସହିତ ଏକ ସଭା ଅନୁଷ୍ଠିତ ହୋଇଥିଲା l ଏହି ସଭା ରେ ବିଗତ ଦିନ ସରକାର ଙ୍କ ସଫଳତା ବାବଦରେ କହିବା ସହ ବର୍ତମାନ ସରକାର ର 25 ମାସ ରେ ଯେଉଁ ବିଫଳତା କାର୍ଯ୍ୟ ହୋଇଛି ତାହା ଅତିଥି ବୃନ୍ଦ ଲୋକ ମାନଙ୍କୁ ସଚେତନ କରାଇଥିଲେ l ଏହି କାର୍ଯ୍ୟକ୍ରମ କୁ ବରୁଣ ମହାକୁଡ଼ , ବିକାଶ ସାହୁ, ତ୍ରିଲୋଚନ ସାହୁ, ଆନନ୍ଦ ମେହେର, ରାଧେଶ୍ୟାମ ଭୋଇ, ରାଜୀବ ସେଠ୍, ପବିତ୍ର ମହାକୁର, ବିକାଶ ପ୍ରମୁଖ ଉପସ୍ଥିତ ରହି ସହାୟତା କରିଥିଲେ l ଶେଷରେ ଆଗଲପୁର ବ୍ଲକ ର ଯୁବ ସଭପତି ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like