-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।

03-Oct-2026



କଳାହାଣ୍ଡି (ତ୍ରିନାଥ  ବେଶ୍ରା )
ଭାରତୀୟ ଜନତା ପାର୍ଟି କଳାହାଣ୍ଡି, ଧର୍ମଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ ସେବା ସଂକଳ୍ପ ଦିବସ ପାଳନ ଅବସରରେ କୋକସରା ସିଏଚସି ରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଉଦଘାଟନ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗଦେଇ ଜରୁରୀକାଳୀନ ସମୟରେ ରୋଗୀସେବା ପାଇଁ ଯୁବଗୋଷ୍ଠୀ ଙ୍କ ସ୍ବେଚ୍ଛାକୃତ ରକ୍ତଦାନ ମହାନ ଦାନ ଓ ଦେଶ ମାତୃକା ପାଇଁ ସମାଜସେବା ବୋଳି କହିଥିଲେ। ସମ୍ମାନିତ ଅତିଥି ଭାବେ ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ହିମାଂଶୁ ପଣ୍ଡା, କୋକସରା ସିଏଚସି ଭାରପ୍ରାପ୍ତ ଡାକ୍ତର ତତ୍ୱଦର୍ଶୀ ଦାସ, ଜିଲ୍ଲା ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ତ୍ରିନାଥ ଶବର, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅଭିନାଶ ନନ୍ଦ, ମଣ୍ଡଳ ସଭାପତି ବସନ୍ତ ନାଗ,ଧର୍ମବ୍ରତ ପଣ୍ଡା ଜିଲ୍ଲା ପ୍ରତିନିଧି ଦୁର୍ଗା ପ୍ରଧାନୀ,ବ୍ଲକ କୃଷକ ମୋର୍ଚ୍ଚା ସଂଯୋଜକ ପ୍ରମୋଦ କୁମାର ପ୍ରଧାନୀ, ଜିଲ୍ଲା ମହିଳା ମୋର୍ଚ୍ଚା ସହ ସମ୍ପାଦିକା ହରିପ୍ରିୟା ନାଗ ପ୍ରମୁଖ ଉପସ୍ଥିତ ରହି ଶିବିର କୁ ଉଦଘାଟନ କରିଥିଲେ। 
ଏହି ସେବା ଓ ସଂକଳ୍ପ ଶିବିର ରେ ପ୍ରଧାନମନ୍ତ୍ରୀ ମୋଦି ଜି  ଙ୍କ ଆହ୍ୱାନ ରେ ଅନେକ ଯୁବଗୋଷ୍ଠୀ, ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା,ଦଳୀୟ କର୍ମକର୍ତ୍ତା ସାମିଲ ହୋଇ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରି ସେବା ସଂକଳ୍ପ ଅଭିଯାନ ସମାଜ ର ମଙ୍ଗଳ ପାଇଁ ନିଜର ଭାଗିଦାରୀ ଦେଖାଇଥିଲେ। ଏହି ରକ୍ତଦାନ ଶିବିର ରେ ମୋଟ ୭୩ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। 
ଧର୍ମଗଡ ରକ୍ତ ଭଣ୍ଡାର ର କର୍ମଚାରୀ ରାକେଶ କୁମାର୍ ସିଂ,ନିଗମ ଗୋପାଳ, ଶଶି ବାଗ, ଡମ୍ବରୁ ଧର ମେହେର ରକ୍ତ ସଂଗ୍ରହ ରେ ସହଯୋଗ କରିଥିଲେ। ପରିଶେଷରେ ରକ୍ତଦାନ ଶିବିର ସହ ସଂଯୋଜକ ତ୍ରିଲୋକ୍ୟ ବେଶ୍ରା ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଶିବର ରେ ଲଡୁଗାଁ ମାରବାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ବଣ୍ଟନ କରାଯାଇଥିଲା।
କାର୍ଯ୍ୟକ୍ରମ ର ସଫଳ ରୂପାୟନ ରେ ମନୋଜ କୁମାର ନାଏକ,ଶାରଳା ପ୍ରସାଦ ପ୍ରଧାନୀ,ଘନଶ୍ୟାମ ନାଏକ, ତୁଲାରାମ ନାଏକ, ଦ୍ରୋଣାଚାର୍ଯ୍ୟ ପୂଝାରି,କମଳ ଲୋଚନ ଦଳପତି, କ୍ଷୀରସିନ୍ଧୁ ନେଗି,ଧବଳେଶ୍ବର ଗୋପାଳ, ଅର୍ଜୁନ ଭାଟି, ଅରୁଣ ଗୋୟଲ,ଜୟ ଭଗବାନ ଅଗ୍ରୱାଲ, ଧର୍ମାନନ୍ଦ ନେଗି,ନବୀନ ଖର୍ସେଲ, ଗଣେଶ ନନ୍ଦ,ସୁଶିଳ ପାଢ଼ୀ,ଗୋପାଳ ଅଗ୍ରୱାଲ,ମୁକୁନ୍ଦ ପଟ୍ଟନାୟକ, ରତନ ମାଝୀ, ନବୀନ ପ୍ରଧାନୀ,ଭାବଗ୍ରାହୀ ପ୍ରଧାନୀ ସମେତ ଦଳୀୟ କର୍ମକର୍ତ୍ତା ମାନେ ଶିବିର ପରିଚାଳନା ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like