-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ

03-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ କୁଡ଼ାପଡ଼ାଠାରେ ଆଜି କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ ହୋଇଯାଇଛି।ସଭାରମ୍ଭ ହେବା ପୂର୍ବରୁ ବରିଷ୍ଠ ଶିକ୍ଷକ ପ୍ରବୀର କୁମାର ଦାସ ପୂଜାର୍ଚ୍ଚନା କରିଥିବା ବେଳେ ଉପସ୍ଥିତ ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ଗଣେଶ ବନ୍ଦନା ଗାନ କରିଥିଲେ।ସି.ଆର.ସି.ସି ଅନନ୍ତ ତାଣ୍ଡିଆଙ୍କ ଉପସ୍ଥିତିରେ ସି.ଆର.ଜି କାର୍ତ୍ତିକ ମଲ୍ଲିକ ଆଜିର ସଭାରେ  "ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ" ବିଷୟରେ ଶିଶୁମାନଙ୍କୁ କିପରି ଅଗ୍ରାଧିକାର ଭିତ୍ତିରେ ମଜାଳିଆ ଢଙ୍ଗରେ ଶିକ୍ଷାଦାନ କରାଯାଇପାରିବ ସେ ବିଷୟରେ ବିଶଦ ଆଲୋଚନା କରିଥିଲେ।ସଭା ଶେଷରେ ସି.ଆର.ସି.ସି ଅନନ୍ତ ତାଣ୍ଡିଆ ଧନ୍ୟବାଦ ଅର୍ପଣ କରିବା ସହ କୁଡ଼ାପଡ଼ା ବିଦ୍ୟାଳୟ ତରଫରୁ ନିର୍ମିତ ଗ୍ୟାଲେରୀ ୱାକକୁ ଭୂୟସୀ ପ୍ରଶଂସା କରିବା ସହ ଉଭୟ ଶିକ୍ଷକ ସୌଦାମିନୀ ମେହେର ଓ ଆର୍ତ୍ତତ୍ରାଣ ଖୁର୍ଡିଆଙ୍କୁ ଧନ୍ୟବାଦ ଦେବା ସହ ଏହା କେବଳ ଏକ କାର୍ଯ୍ୟକଳାପ ନୁହେଁ, ବରଂ ଶିକ୍ଷାର ଏକ ସୁନ୍ଦର ଓ ଅଭିନବ ପ୍ରଣାଳୀ,ଯାହା ନୂତନ ଚିନ୍ତାଧାରାକୁ ଜାଗ୍ରତ କରେ,ସୃଜନଶୀଳତାକୁ ପ୍ରେରଣା ଦିଏ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ ଓ ପ୍ରେରିତ କରିବା ସହ ଶିକ୍ଷାଦାନ ପ୍ରଣାଳୀକୁ ଅଧିକ ଅର୍ଥପୂର୍ଣ୍ଣ, ରୋଚକ ଓ ଆନନ୍ଦଦାୟକ କରିବାରେ ସହାୟକ ହେବା ସହ ଶିକ୍ଷକ ଓ ଛାତ୍ରଛାତ୍ରୀ ଉଭୟଙ୍କ ପାଇଁ ଏହା ନିଶ୍ଚିତ ଭାବେ ଅତ୍ୟନ୍ତ ସମୃଦ୍ଧ ଓ ସ୍ମରଣୀୟ ଅନୁଭୂତି ବୋଲି ମତବ୍ୟକ୍ତ କରିଥିଲେ।ଆଜିର ବୈଠକରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରୁ  ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like