-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

04-Oct-2026



ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ମାଳରେ ପ୍ରଧାନ ଶିକ୍ଷକ ପଦବୀରେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଯୋଗଦାନ କରିଛନ୍ତି।ଏହା ପୂର୍ବରୁ ସେ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପି ଏମ୍ ଶ୍ରୀ ଜନତା ସରକାରୀ ହାଇସ୍କୁଲ ଭୁକ୍ତାରେ ବିଜ୍ଞାନ ଶିକ୍ଷକ ଭାବରେ କାର୍ଯ୍ୟରତ ଥିଲେ।ଏହି ଅବସରରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ମମତା ପଣ୍ଡାଙ୍କ ଅଧ୍ୟକ୍ଷତାରେ

ଅନୁଷ୍ଠିତ ସ୍ଵାଗତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ତଥା ପ୍ରକୃତିବନ୍ଧୁ ଅଶୋକ ଡନସନା, ସମ୍ମାନିତ ଅତିଥି ଭାବରେ ନୋଡାଲ ହାଇସ୍କୁଲ ଭଟଲିର ପ୍ରଧାନ ଶିକ୍ଷକ ସୁବୋଧ ସାହୁ,ସି ଆର ସି ସି ଲୋକନାଥ ମେହେର,ଦଧିବାମନ ଏମ୍ଇ ସ୍କୁଲର ପ୍ରଧାନ ଶିକ୍ଷକ ଡୋଲାମଣି ଭୁକ୍ତା,ପରିଚାଳନା କମିଟିର ଅଧ୍ୟକ୍ଷ ନରେନ୍ଦ୍ର ପଧାନ ପ୍ରମୁଖ ଯୋଗ ଦେଇଥିଲେ।ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଅତିଥିବୃନ୍ଦ, ପରିଚାଳନା କମିଟିର ସଦସ୍ୟ ଓ ଗ୍ରାମବାସୀ ନୂତନ ପ୍ରଧାନଶିକ୍ଷକଙ୍କୁ ପୁଷ୍ପଗୁଚ୍ଛ ସହ ଉତ୍ତରୀୟ ପ୍ରଦାନ କରି ସ୍ବାଗତ କରିଥିଲେ।ଶ୍ରୀଯୁକ୍ତ ଖମାରୀ ପ୍ରଧାନ ଶିକ୍ଷକ ଭାବରେ ଯୋଗଦାନ କରିବା ପରେ ନିଜ ସହକର୍ମୀଙ୍କ ସହଯୋଗରେ ବିଦ୍ୟାଳୟରେ ଶୈକ୍ଷିକ ପରିବେଶର ଉନ୍ନତି ଆଣିବା ପାଇଁ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ମତ ବ୍ୟକ୍ତ କରିଥିଲେ।ପ୍ରଧାନ ଶିକ୍ଷକ ଶ୍ରୀ ଖମାରୀ ସ୍ମୃତି ସ୍ୱରୂପ ବିଦ୍ୟାଳୟ ପରିସରରେ ଆମ୍ବ ଚାରା ରୋପଣ କରିବା ସହ କମିଟିର ସଦସ୍ୟଙ୍କୁ ଗୋଟିଏ ଲେଖାଏଁ ଆମ୍ବ ଚାରା ପ୍ରଦାନ କରି ପରିବେଶ ସୁରକ୍ଷା ପାଇଁ ସଚେତନତାର ବାର୍ତ୍ତା ଦେଇଥିଲେ।ଏହି ସ୍ବାଗତ ସମାରୋହରେ ଶିକ୍ଷୟିତ୍ରୀ ମମତା ପଣ୍ଡା,ଅର୍ଚ୍ଚନା ପ୍ରଧାନ,ପଦ୍ମିନୀ ବିଶ୍ୱାଳ,ସୁଧାରାଣୀ ପ୍ରଧାନ, ଶୀଳା ଭୋଇ,କଳ୍ପନା କାଲୋ,ସଂଯୁକ୍ତା ପ୍ରଧାନ, ଜ୍ୟୋତିର୍ମୟୀ ସାହୁ,ଶିକ୍ଷକ ପ୍ରମୋଦ ପଟେଲ

ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଓ ସଦସ୍ୟଙ୍କ ସମେତ ପି ଏମ୍ ଶ୍ରୀ ଜନତା ସରକାରୀ ହାଇସ୍କୁଲର ଶିକ୍ଷକ ଆଶୁତୋଷ ଭୋଇ, ଅବସରପ୍ରାପ୍ତ ଶିକ୍ଷକ ଜଗଦୀଶ ସାହୁ,ସିଂହପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅତିଶ ଝାଙ୍କର,ପରିବେଶ ପ୍ରେମୀ ଗଣେଶ ମହାକୁଡ଼,ସ୍ୱେଚ୍ଛାସେବୀ ସରୋଜ ସାହୁ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।ଶେଷରେ ସି ଆର ସି ସି ଲୋକନାଥ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like