-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ

04-Oct-2026



ଲୋଇସିଂହା, (ବିନୋଦ ଦୀପ) ଆଜି ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସ ତଥା ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନ୍ତିମ ଦିବସରେ ଦୁଇଟି ବର୍ଗର ଫାଇନାଲ ମ୍ୟାଚ୍ ଖେଳାଯାଇଥିଲା l ପ୍ରଥମ ଫାଇନାଲ ମ୍ୟାଚ୍‌ରେ ୧୪ ବର୍ଷରୁ କମ୍ ବାଳକ ବିଭାଗରେ ଲୋଇସିଂହା ବ୍ଲକ ବଙ୍ଗୋମୁଣ୍ଡା ବ୍ଲକକୁ ପରାସ୍ତ କରି ଚାମ୍ପିୟନ ହୋଇଥିଲା। ସେହିପରି ଦ୍ୱିତୀୟ ଫାଇନାଲ ମ୍ୟାଚ୍‌ରେ ୧୭ ବର୍ଷରୁ କମ୍ ବାଳକ ବିଭାଗରେ ଲୋଇସିଂହା ବ୍ଲକ ଦେଓଗାଁ ବ୍ଲକକୁ ପରାସ୍ତ କରି ଚାମ୍ପିୟନ ହୋଇଥିଲା l ଏହା ପୂର୍ବରୁ ଅନୁଷ୍ଠିତ ୧୭ ବର୍ଷରୁ କମ୍ ବାଳିକା ବିଭାଗର ଫାଇନାଲ ମ୍ୟାଚ୍‌ରେ ଟିଟିଲାଗଡ଼ ବ୍ଲକ ବଙ୍ଗୋମୁଣ୍ଡା ବ୍ଲକକୁ ପରାସ୍ତ କରି ଚାମ୍ପିୟନ ହୋଇଥିଲା l ଉଦ୍‌ଯାପନୀ ଉତ୍ସବରେ ଲୋଇସିଂହା ତହସିଲଦାର ଶ୍ରୀ ଟିକୁନୁ ପୁଟା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ଶିକ୍ଷା କ୍ରୀଡ଼ା ସମ୍ପାଦିକା ଶ୍ରୀମତୀ ରଞ୍ଜିତା ମିଶ୍ର , ବ୍ଲକ କ୍ରୀଡ଼ା ସମ୍ପାଦିକା ଶ୍ରୀମତୀ ବିଦ୍ୟୁତ ପ୍ରଭା ମିଶ୍ର, ଶିଶୁ ବିଦ୍ୟାମନ୍ଦିର ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଶିବପ୍ରସାଦ ବାରିକ, ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସର୍ଜନ ନେଗୀ, ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସଦାନନ୍ଦ ଭୋଇ, ଜିଲ୍ଲା ଫୁଟବଲ କୋଚ୍ ପରାଶର ବାଗ, ସଭାପତି ଟ୍ରଷ୍ଟ ବୋର୍ଡ ଲୋଇସିଂହା ଷ୍ଟାଡିୟମ ଦିଲୀପ କୁମାର ବେହେରା, ଲୋଇସିଂହା ଥାନା ଅଧିକାରୀ ସିପୋରାସରାୟା ଲୁଗୁନ,ଯୋଗୀସର୍ଡା ହରିହର ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଡୋଳାମଣି ସାହୁ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରୁଦ୍ରଦେବ ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଚମ୍ପିୟାନ ଦଳ ଓ ରନର୍ ଅପ୍ ଦଳ ଗୁଡ଼ିକୁ ଟ୍ରଫି ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ତିନିଦିନ ଧରି ଚାଳିଥିବା ଏହି କାର୍ଯ୍ୟକ୍ରମ ରେ ମୋଟ ୪୫୦ ଜଣ ଖେଳାଳି,୫୦ ଜଣ ଟିମ୍ ମ୍ୟାନେଜର ଓ ୩୪ ଜଣ ଜିଲ୍ଲା ସ୍ତରୀୟ କର୍ମ କର୍ତ୍ତା ଯୋଗ ଦେଇ ଥିଲେ।ମଞ୍ଚ ପରିଚାଳନା କରିଥିଲେ ଶ୍ରୀଯୁକ୍ତ ପର୍ଶୁରାମ ସୁନା,ଵିଷନୁପ୍ରସାଦ ମିଶ୍ର, ଶାନ୍ତି ଲାଳ ନନ୍ଦ,ଓ ଜନତା ନାଗ। କାର୍ଯ୍ୟକ୍ରମ ପରିଚାଳନା ରେ ବ୍ଲକ ର ସମସ୍ତ ସିଆରସିସି, ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ/ଶିକ୍ଷୟିତ୍ରୀ,ଖେଳ ଶିକ୍ଷକ, ଛାତ୍ର ଛାତ୍ରୀ, ବୁଦ୍ଧିଜୀବୀ, ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ, ସହଯୋଗ କରିଥିଲେ। ଉଦଯାପନୀ ଉତ୍ସବରେ ଶ୍ରୀଯୁକ୍ତ ଡୋଳାମଣି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like