-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ

04-Oct-2026



ବଲାଙ୍ଗିର(ପ୍ରେରଣା ଖବର): ସାମ୍ବାଦିକ ଭବନ ଠାରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ସଂଘର ଜିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଆଦିବାସୀ ମାରଣ ନିତୀ ବିରୋଧ ରେ ବ୍ୟାପକ ସଶସ୍ତ୍ର ଆନ୍ଦୋଳନ କରିବାକୁ ଧାର୍ଯ୍ୟ କରାଯାଇଥିଲା l ଅନ୍ଵେଷା ଯୋଜନା ବନ୍ଦ କରିଛି ଓଡିଶା ସରକାର lପ୍ରାଇଭେଟ ଇଂଲିଶ ମିଡ଼ିଅମ ସ୍କୁଲରେ ମାଗଣାରେ  ଆଦିବାସୀ ଛାତ୍ରଛାତ୍ରୀ ପଢ଼ିବାପାଇଁ  ପୂର୍ବପରି ଅନ୍ଵେଷା ଯୋଜନା ଲାଗୁ କରିବା, ସେହିପରି ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଆର୍ଥିକ ସହାୟତା ବନ୍ଦ କରିଛି କେନ୍ଦ୍ର ସରକାର l ଆଦିବାସୀ ଛାତ୍ରଛାତ୍ରୀ ବିଏସସି  ନର୍ସିଙ୍ଗ ଓ ଜିଏନଏମ ପଢ଼ିବା ପାଇଁ ୫୦ହଜାର ଆର୍ଥିକ ସହାୟତା ପୁନଃ ପ୍ରଦାନ, ଆଦିବାସୀ ହିତାଧିକାରୀ ମାନଙ୍କୁ

ଜଙ୍ଗଲ ଜମି ପଟ୍ଟା ପ୍ରଦାନ ବନ୍ଦ କରିଛି ରାଜ୍ୟ ସରକାର l ଆଦିବାସୀ ଏବଂ ଅନ୍ୟାନ୍ୟ ପାରମ୍ପରିକ ବନବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସତ୍ତ୍ୱ ଆଇନ କୁ ଉଲଂଘନ କରି ପଟ୍ଟା ଦେବା ବନ୍ଦ କରିଛି ସରକାର l ଆଦିବାସୀ ନିର୍ଯାତନା ନିବାରଣ ଆଇନ ରେ ବର୍ତମାନ ସରକାର ଅପରାଧୀ ମାନଙ୍କୁ ଗିରଫ କରୁନାହିଁ କିମ୍ବା ପୀଡ଼ିତ ଆଦିବାସୀ ପରିବାରକୁ ଆର୍ଥିକ ସାହାଯ୍ୟ ଦିଆଯାଉନାହିଁ ବୋଲି ଆଦିବାସୀ ମାନେ ଉଦବେଗ ପ୍ରକାଶ କରିଥିଲେ l ସେହିପରି ଖଣି ଖଣିଜ ସମ୍ପଦ ନିୟନ୍ତ୍ରଣ ଆଇନରେ ଆଦିବାସୀ ବହୁଳ ଓଡିଶା ରାଜ୍ୟର ଜମି ଜଙ୍ଗଲ, ପାହାଡ଼ ପର୍ବତ ଡ଼ଙ୍ଗର, ନଦୀ ନାଳ ଝରଣା, ପ୍ରକୃତି ପରିବେଶ ଧ୍ବଂସ ହେବ l ଆଦିବାସୀ ଜୀବନ ଜୀବିକା ହରାଇବା ସହ ଆଦିବାସୀ ଅସ୍ମିତା ବିଲୋପ ହେବ l ଜମି ଜଙ୍ଗଲ ଖଣିଜ ସମ୍ପଦ  ଅଧିକାରରୁ ଆଦିବାସୀ ସର୍ବହରା ହୋଇଯିବେ ବୋଲି ଆଦିବାସୀ କ୍ଷୋଭ ପ୍ରକାଶ କରିଥିଲେ l ସମାନ ନାଗରିକ ସଂହିତା ଦ୍ୱାରା ଆଦିବାସୀଙ୍କ ସ୍ୱତନ୍ତ୍ର ସଂସ୍କୃତି, ପ୍ରଥା ପରମ୍ପରା, ରୀତିନୀତି, ଦେବlଦେବୀ ପୂଜା ପଦ୍ଧତି, ଭାଷା ବୋଲି ଧର୍ମ  ବିଲୁପ୍ତ ହେବ, ଆଦିବାସୀ ଅସ୍ମିତା ନିଶ୍ଚିହ୍ନ ହେବ ତେଣୁ ୟୁ ସି ସି କୁ କଡ଼ା ବିରୋଧ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା l ଆଦିବାସୀ ଜମି ବିକ୍ରି ବନ୍ଧକି ମାଧ୍ୟମ ରେ ଅଣ ଆଦିବାସୀ ଙ୍କୁ ହସ୍ତାନ୍ତର ପାଇଁ ଉପ ଜ଼ିଲ୍ଲାପାଳ ଅନୁମତି କୁ ସମ୍ପୂର୍ଣ ବନ୍ଦ କରିବାକୁ ଦାବୀ କରାଯାଇଥିଲା l ନକଲି ଆଦିବାସୀ ମାନଙ୍କ ଜାଲଜାତି ପ୍ରମାଣପତ୍ର ରଦ୍ଧ କରିବା ସହିତ ଚଞ୍ଚକତା ପୂର୍ବକ ଅନ୍ୟ ପଛୁଆ ସମ୍ପ୍ରଦାୟ ଅନ୍ତର୍ଭୁକ୍ତ ତେଲେଙ୍ଗା ଜାତି ର ଲୋକ କୋଣ୍ଡାଦୋରl ଆଦିବାସୀ ପ୍ରମାଣ ପତ୍ର ଦ୍ୱାରା ଚାକିରୀ କରୁଥିବା ରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବୀ କରାଯାଇଥିଲା l ସଭା ରେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ବନଳତା ମାଝି, ଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ, ବଲାଙ୍ଗିର ବ୍ଲକ ସଭାପତି ପାଳେଶ୍ୱର ଭୋଇ, ଲୋଇସିଂହା ବ୍ଲକ ସଭାପତି ଦଶରଥ ଛତ୍ରିଆ, ବଙ୍ଗୋମୁଣ୍ଡା ବ୍ଲକ ସଭାପତି ମନରଞ୍ଜନ ଭୋଇ,ପାଟଣାଗଡ ବ୍ଲକ ସଭାପତି ଭୁବନେଶ୍ୱର କୁଅଁର, ବେଲପଡା ବ୍ଲକ ସଭାପତି ରସିକ ଧରୁଆ,ମୁରିବାହାଲ ସଭାପତି ରାଜୀବ କୁଅଁର, ତୁରେକେଲା ବ୍ଲକ ସଭାପତି ଚୌବନ କିଶୋର

ମାଝି,ସଇଁତଲା ବ୍ଲକ ସଭାପତି ସନ୍ତୋଷ ପୁଟା,ଦେଓଗାଁ ବ୍ଲକ ସଭାପତି ସୁରଥ ଧରୁଆ, ଗୁଡ଼ଭେଲା ବ୍ଲକ ସମ୍ପାଦକ ବିକ୍ରମ ଭୋଇ,ସଂଗଠନ ସମ୍ପାଦକ ଥବିର ପୁଝାରୀ,ନଗର ସଭାପତି ନିତ୍ୟାନନ୍ଦ ମାଝି, ସହ ସମ୍ପାଦକ ଗିରିଧାରୀ ଭୋଇ, ମଧୁ ବିଶ୍ୱାଳ, ଧନିରାମ ଭୋଇ,ନାରୀନେତ୍ରୀ ଶ୍ରୀମତୀ ପତ୍ରଙ୍ଗି ମାଝି, ମାହେଶ୍ୱରୀ ମାଝି,ଶ୍ରୀମତୀ ଲକ୍ଷ୍ମୀ ଭୋଇ, ଶ୍ରୀମତୀ ସରସ୍ବତୀ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ l ସାଧାରଣ ସମ୍ପାଦକ ହେମେନ୍ଦ୍ର ନାଥ ହାଁସଦା ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like