-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର

04-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟ  ଠାରେ ରବିବାର ଯୁବରେଡକ୍ରସ ଓଡ଼ିଶା ଆନୁକୂଲ୍ୟରେ ଏକଦିବସୀୟ ଜିଲ୍ଲାସ୍ତରୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କଲେଜ ଅଧ୍ୟକ୍ଷା ଡ଼ ଶ୍ରୀମତୀ ରେଖା ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବେ ସୁବର୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଆଞ୍ଜଳିନା ପାଧାନ,ସମ୍ମାନିତ ଅତିଥି ଭାବେ ଜିଲ୍ଲା ଚିକତ୍ସାଧିକାରୀ ଅଧିକାରୀ ଡ଼ ଶ୍ରୀମତୀ ଉଷାରାଣୀ ଦାଶ, ଜିଲ୍ଲା ୟୁବରେଡକ୍ରସ କାର୍ଯ୍ୟକାରିଣୀ ଅଧ୍ୟକ୍ଷ ରାଧାକାନ୍ତ ନାୟକ,ଜିଲ୍ଳା ରେଡକ୍ରସ ସଂଯୋଜକ ବିଶ୍ଵନାଥ ମିଶ୍ର,ଆବାହକ ଉମାକାନ୍ତ ନାଗ, ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଧୀରେନ୍ଦ୍ର ନାୟକ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି  କାର୍ଯକ୍ରମରେ ଜିଲ୍ଲାର କୋଣ ଅନୁକୋଣରେ ଥିବା ପ୍ରାୟ ଚାଳିଶଟି କଲେଜର ଦୁଇଶହ ସ୍ୱେଚ୍ଛାସେବୀ ଅଂଶ ଗ୍ରହଣ କରିଥିଲେ। ସ୍ୱେଚ୍ଛାସେବୀ ମାନଙ୍କୁ ପଚରାଉଚୁରା ଏବଂ ପ୍ରଶିକ୍ଷଣ ଦେବାପାଇଁ ଚାରୋଟି ଗ୍ରୁପରେ ଚାରିଜଣ ପ୍ରସିଦ୍ଧ ପ୍ରଶିକ୍ଷକ ଦାୟିତ୍ଵ ତୁଲାଇଥିଲେ।  ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟ ପରାମର୍ଶଦାତା ଅଧ୍ୟାପକ ଧନେଶ୍ଵର ସାହୁ ସଭାକୁ ପରିଚାଳନା କରିଥିବା ବେଳେ ଶେଷରେ ଅଧ୍ୟାପକ ଡ଼ ନୀଳମାଧବ ଛତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like