-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ

05-Oct-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ପେଲେସ ଲାଇନ ଶାନ୍ତି ମାର୍ଗ ରେ ସ୍ଥିତ ସିଦ୍ଧି ବିନାୟକ ମନ୍ଦିରରେ ପୁସ୍ତକ 'ନିର୍ବିଘ୍ନଂ କରୁ ମେ ଦେବ' ପୁସ୍ତକ ଉନ୍ମୋଚନ ହୋଇଯାଇଛି । ଏହି ପୁସ୍ତକ ରେ ସିଦ୍ଧି ବିନାୟକ ମନ୍ଦିରର କଥା, ଗୁଡ଼ିଆ ସମାଜର ଇତିହାସ ବିଷୟରେ ବର୍ଣ୍ଣନା କରାଯାଇଛି l ଏହି ପୁସ୍ତକରେ ବଲାଙ୍ଗୀର ଜ଼ିଲ୍ଲା ର ପୁରାତନ ମହାନ ଆତ୍ମା ଙ୍କ ତଥା ନୂତନ ପିଢ଼ି ର ପ୍ରଶଂସିତ ବ୍ୟକ୍ତି ମାନଙ୍କ ବିଷୟରେ, ମନ୍ଦିର ର କଳସ ଯାତ୍ରା ଓ ମହାଜଜ୍ଞ ସମ୍ପର୍କରେ ଅନେକ ଉପାଦେୟ କଥାବସ୍ତୁ ରହିଛି । ଏହି ପୁସ୍ତକର ମୁଖ୍ୟ ସମ୍ପାଦକ ଦାୟିତ୍ୱରେ ଅଧ୍ୟାପକ ଜୟକୃଷ୍ଣ ସାହୁ  ରହିଥିବା ବେଳେ  ବିମଳ ଚୋପଦାର, ଦିବ୍ୟସିଂ ସାହୁ ଏବଂ ଭଗବାନ ସରାଫ ସମ୍ପାଦନା ମଣ୍ଡଳୀ ରେ ରହିଛନ୍ତି।
  ଏହି  ପୁସ୍ତକ ଉନ୍ମୋଚନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ନିଖିଳ ଉତ୍କଳ ମଧୁବୈଶ୍ୟ ସମାଜ ର ଉପସଭାପତି ସୁନୀଲ କୁମାର ସାହୁ, ସମ୍ମାନିତ ଅତିଥି ଭାବରେ ଜ଼ିଲ୍ଲା ସଭାପତି ତ୍ରିନାଥ ସରାଫ, ଲକ୍ଷ୍ମଣ ସାହୁ, ଅର୍ଜୁନ ସାହୁ ଓ ନିତ୍ୟାନନ୍ଦ ସାହୁ ଯୋଗ ଦେଇଥିଲେ l ଏହି ଉତ୍ସବରେ ଜିଲ୍ଲ ଗୁଡ଼ିଆ ସମାଜର ସଭ୍ୟ 
 ପ୍ରକାଶ ଚୋପଦାର, ରମେଶ ସାହୁ, ବିକାଶ ନନ୍ଦ, ଅନୁପ ଚୋପଦାର,  କୈଳାଶ ଚୋପଦାର, ଆଶୀଷ ସାହୁ, ପ୍ରତାପ ସାହୁ ଅଶୋକ ସାହୁ ଓ ସମ୍ପାଦକ ଗଣ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like