-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ

05-Oct-2026



ବରପାଲି (ସୁଦାମ ଦୀପ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସ ଅବସରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଚାଲିଥିବା ମାସବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ ଅଧୀନରେ ବରଗଡ ଜ଼ିଲ୍ଲା ବିଜେପୁର ବ୍ଲକ ଜାରିଂ ହାଇସ୍କୁଲ ପରିସରରେ ରକ୍ତଦାନ ଶିବିର ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ଜାରିଂ ମଣ୍ଡଳ ଓ ବିଜେପୁର ନଗର ମଣ୍ଡଳର ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ସେବାମୂଳକ କାର୍ଯ୍ୟକ୍ରମରେ ଦଳୀୟ କର୍ମକର୍ତ୍ତା, କର୍ମୀ ଓ ସ୍ଥାନୀୟ ଯୁବକମାନେ ସକ୍ରିୟ ଭାବେ ସାମିଲ ହୋଇଥିଲେ। ଶିବିରରେ ମୋଟ ୫୧ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା। ବରଗଡ଼ ରକ୍ତ ଭଣ୍ଡାରର କର୍ମଚାରୀମାନେ ଶିବିରରେ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ।  ରକ୍ତଦାନ ଦ୍ୱାରା ଆବଶ୍ୟକ ସମୟରେ ଅନେକ ଜୀବନ ରକ୍ଷା କରାଯାଇପାରିବ ବୋଲି ଆୟୋଜକମାନେ କହିଥିଲେ।କାର୍ଯ୍ୟକ୍ରମରେ ବିଜେପୁର ବିଧାୟକ ସନତ କୁମାର ଗଡ଼ତୀୟା ଯୋଗଦେଇ ବିଦ୍ୟାଳୟ ପରିସରରେ ଚାରାରୋପଣ କରିଥିଲେ। ଏଥିସହ ସେ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ସେବା ମନୋଭାବକୁ ପ୍ରଶଂସା କରିଥିଲେ। ରକ୍ତଦାନ ମାଧ୍ୟମରେ ମଣିଷର ଜୀବନ ରକ୍ଷା ଏବଂ ବୃକ୍ଷରୋପଣ ମାଧ୍ୟମରେ ପରିବେଶ ସୁରକ୍ଷା ଉଭୟ କାର୍ଯ୍ୟ ସମାଜ ପାଇଁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ବିଦ୍ୟାଳୟ ପରିସରରେ ବିଭିନ୍ନ କିସମର ଫଳ, ଔଷଧୀୟ ଓ ଛାୟା ପ୍ରଦାନକାରୀ ଚାରା ରୋପଣ କରାଯାଇଥିଲା। ପରିବେଶର ସନ୍ତୁଳନ ରକ୍ଷା, ସବୁଜିମା ବୃଦ୍ଧି ଏବଂ ଆଗାମୀ ପିଢ଼ି ପାଇଁ ସୁସ୍ଥ ପରିବେଶ ସୃଷ୍ଟି ଦିଗରେ ବୃକ୍ଷରୋପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ କହିଥିଲେ।ଏହି ଅବସରରେ ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ ଗଡ଼ତୀୟା, ମଣ୍ଡଳ ସଭାପତି ଆନନ୍ଦ ବାରିକ, ବିଜେପୁର ନଗର ମଣ୍ଡଳ ସଭାପତି ମହେଶ ଦେବତା, ସରପଞ୍ଚ ପ୍ରଭାସିନୀ ବିଭାର, ପୂର୍ବତନ ମଣ୍ଡଳ ସଭାପତି ଯୋଗୀନ୍ଦ୍ର ପଧାନଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା, କର୍ମୀ ଓ ସ୍ଥାନୀୟ ଅଞ୍ଚଳର ଲୋକେ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ‘ସେବା ସଂକଳ୍ପ ଅଭିଯାନ’ ଅବସରରେ ସାମ୍ବାଦିକ ମାନଙ୍କୁ ବିଜେପୁର ବିଧାୟକ ସନତ କୁମାର ଗଡ଼ତୀୟା ସମ୍ମାନିତ କରିଥିଲେ। ସାମାଜିକ ସଚେତନତା ସୃଷ୍ଟି ଓ ଜନସେବା କ୍ଷେତ୍ରରେ ସାମ୍ବାଦିକମାନଙ୍କ ଭୂମିକାକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ସେବା ସଂକଳ୍ପ ଅଭିଯାନ ମାଧ୍ୟମରେ ରକ୍ତଦାନ, ବୃକ୍ଷରୋପଣ ଓ ବିଭିନ୍ନ ସମାଜସେବାମୂଳକ କାର୍ଯ୍ୟର ବାର୍ତ୍ତା ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ସମାଜରେ ସେବା ଓ ଦାୟିତ୍ୱବୋଧର ମନୋଭାବ ବୃଦ୍ଧି କରିବାକୁ ପ୍ରୟାସ କରାଯାଉଥିବା ଆୟୋଜକମାନେ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like