-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*

05-Oct-2026



-  ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ରେ ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଦେବାଶିଷ ସିଂହ IAS ସ୍ଥାନୀୟ ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କୁ ଦର୍ଶନ କରି ଜିଲ୍ଲାପାଳ କାର୍ଯ୍ୟାଳୟ ରେ ଭାରପ୍ରାପ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଙ୍କ ଠାରୁ ଦାୟିତ୍ୱ ଗ୍ରହଣ କଲେ l ପରେ ପ୍ରଥମେ ସୋନପୁର ବ୍ଳକ ଜିଲ୍ଲାପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ଯୋଗ ଦେଇ ଗାଁ ର ସଧାରଣ ଲୋକ ଙ୍କ ଅଭିଯୋଗ ଶୁଣିଥିଲେ l ଓ ୫୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ସହ ୩ ଗୋଟି ସାଧାରଣ ଅଭିଯୋଗ ଉପରେ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ l ପରେ ସେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ ଯେ ଜିଲ୍ଲା ର ମୌଳିକ ସମସ୍ୟା ର ସମାଧାନ ଓ ସରକାର ଙ୍କ କଲ୍ୟାଣ କାରୀ ଯୋଜନା ସଫଳ ଦିଗରେ ପୁରା ଟିମ କୁ ନେଇ କାମ କରିବୁ ବୋଲି କହିଥିଲେ l ବିଶେଷ କରି ଶିକ୍ଷା ସ୍ବାସ୍ଥ୍ୟ କୃଷି ଜଳ ସେଚନ ଓ ପର୍ୟ୍ୟଟନ ର ବିକାଶ ଦିଗରେ ପ୍ରଥମେ ଗୁରୁତ୍ଵ ଦେବୁ ବୋଲି ସାମ୍ବାଦିକ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ସିଂ କହିଥିଲେ l ଅସମ୍ପୂର୍ଣ୍ଣ ରିଙ୍ଗ ରୋଡ଼ କାର୍ଯ୍ୟ କୁ ଶୀଘ୍ର ଆରମ୍ଭ କରିବାକୁ ଓ ଅସଜଡ଼ା ସ୍ବାସ୍ଥ୍ୟ ବିଭାଗ କୁ ସଜାଡ଼ିବାକୁ ଓ ପୌର ପରିଷଦ ମନ୍ଥର କାର୍ଯ୍ଯ ସବୁ କୁ ତ୍ୱରାନ୍ୱିତ କରିବା ସହ ଗଚ୍ଛିତ ଅନୁଦାନ ର ସଦ ବିନିଯୋଗ କରିବାକୁ ତୁରନ୍ତ ପଦକ୍ଷେପ ନେବି ବୋଲି ଦୃଢ଼ ପ୍ରତିଶୁତି ଦେଇଥିଲେ l ଏଥିପାଇଁ ସମସ୍ତ ଙ୍କ ସହଯୋଗ ଓ ପରାମର୍ଶ ଜରୁରୀ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like