-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ

05-Oct-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂହ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୫୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଏବଂ ୧୧ଟି ସାମୂହିକ ଦରଖାସ୍ତ ଥିଲା। ଏଥିମଧ୍ୟରୁ ୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ସେଥିମଧ୍ୟରୁ ଗୋଟିଏ ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ସମ୍ବନ୍ଧୀୟ ଥିଲା।ଅବଶିଷ୍ଟ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ ସୋନପୁର ଡ. ସୌମ୍ୟରୂପା ରଥ, ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରତୀକ କର, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like