-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,

05-Oct-2026



ବରପାଲି : (ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ଲୋକକଳା, ସଂସ୍କୃତି ଓ ପରମ୍ପରାରେ ସମୃଦ୍ଧ ତଥା ମନ୍ଦିରମାଳିନୀ ଓ ପ୍ରଜାବହୁଳ ଗ୍ରାମ କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ ହୋଇଯାଇଛି। ପାରମ୍ପରିକ ରୀତିନୀତି ଓ ଭକ୍ତିଭାବର ସହିତ ଅନୁଷ୍ଠିତ ଏହି ପୂଜା ମହୋତ୍ସବକୁ ନେଇ ଗ୍ରାମରେ ଦିନତମାମ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।ପୂଜା ଅବସରରେ ଶ୍ରଦ୍ଧାଳୁମାନେ ମା’ କରମସାନିଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଗ୍ରାମର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଥିଲେ। ପୂଜାରେ କର୍ତ୍ତା ଭାବେ ଉତ୍ତମ ବେହେରା ଦାୟିତ୍ୱ ତୁଲାଇଥିଲେ। ଏହି ଅବସରରେ କରୁଣା ବେହେରା ମା’ କରମସାନିଙ୍କ ମହିମା ଓ ପୂଜା ସହ ଜଡ଼ିତ ପାରମ୍ପରିକ କାହାଣୀ ବର୍ଣ୍ଣନା କରି ଉପସ୍ଥିତ ଭକ୍ତମାନଙ୍କୁ ଭକ୍ତିରସରେ ଆପ୍ଲୁତ କରିଥିଲେ।ମହୋତ୍ସବର ମୁଖ୍ୟ ଆକର୍ଷଣ ଥିଲା ରାତ୍ରିକାଳୀନ ପାରମ୍ପରିକ ଗୀତ ଓ ସଙ୍ଗୀତ କାର୍ଯ୍ୟକ୍ରମ। ସଲେପାଲି ଓ ଖଳିଆପାଲି ଅଞ୍ଚଳର ମହିଳା ଗାୟିକାମାନେ ଯୋଗଦେଇ ମା’ କରମସାନିଙ୍କ ମହିମା ଓ ଲୋକପରମ୍ପରା ଉପରେ ଆଧାରିତ ଗୀତ ପରିବେଷଣ କରିଥିଲେ। ସେହିପରି ଇଂସାର ଅଞ୍ଚଳର ପୁରୁଷ ଗାୟକ ଓ ବାହକମାନେ ମଧ୍ୟ ଯୋଗଦେଇ ପାରମ୍ପରିକ ଗୀତ ଓ ବାଦ୍ୟ ପରିବେଷଣ କରିଥିଲେ।
‘ଜୁହାର ମାଗୋ କରମସାନି, ଅପୁତ୍ରିକକେ ପୁତ୍ର ଦାନି’ ଭଳି ଭକ୍ତିପୂର୍ଣ୍ଣ ଗୀତରେ ସମଗ୍ର ପରିବେଶ ମୁଖରିତ ହୋଇଉଠିଥିଲା। ଗୀତ ଓ ବାଦ୍ୟର ତାଳେ ତାଳେ ଭକ୍ତମାନେ ମା’ଙ୍କ ଆଶୀର୍ବାଦ କାମନା କରିଥିଲେ। ପାରମ୍ପରିକ ଲୋକକଳା ଓ ଧାର୍ମିକ ଆସ୍ଥାର ଏହି ସମନ୍ୱୟ ମହୋତ୍ସବକୁ ଆହୁରି ଆକର୍ଷଣୀୟ କରିଥିଲା।ଏହି ପୂଜା ମହୋତ୍ସବରେ କୁମ୍ଭାରୀ ସମେତ ଆଖପାଖ ଅଞ୍ଚଳର ବହୁ ଶ୍ରଦ୍ଧାଳୁ, ମହିଳା, ଯୁବକ ଓ ଗ୍ରାମବାସୀ ଯୋଗଦେଇଥିଲେ। ଗ୍ରାମବାସୀଙ୍କ ସହଯୋଗ ଓ ଉତ୍ସାହରେ ପୂଜା ମହୋତ୍ସବ ସଫଳତାର ସହ ସମ୍ପନ୍ନ ହୋଇଥିବା ଜଣାପଡ଼ିଛି। ଏଭଳି ପାରମ୍ପରିକ ପୂଜା ଓ ଲୋକକଳାର ସୁରକ୍ଷା ଆଗାମୀ ପିଢ଼ିକୁ ନିଜ ସଂସ୍କୃତି ଓ ପରମ୍ପରା ସହ ଯୋଡ଼ି ରଖିବାରେ ସହାୟକ ହେବ ବୋଲି ଗ୍ରାମବାସୀ ମତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like