-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ

05-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ତା. ୦୭.୧୦.୨୦୨୬ ରିଖ ଦିନ ଜିଲ୍ଲାସ୍ତରୀୟ 'ସେବା ଜ୍ୟୋତି ଯାତ୍ରା'କୁ ସଫଳ କରିବା ପାଇଁ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଡା. ବିଜୟାନନ୍ଦ ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଗୁଣନିଧି ମଲ୍ଲିକ ଏବଂ ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ପ୍ରମୁଖ ଉପସ୍ଥିତ ଥିଲେ ।
'ସେବା ଜ୍ୟୋତି ଯାତ୍ରା' ଉପଲକ୍ଷେ ପଥରଚେପା ଛକକୁ 'ସେବା ଜ୍ୟୋତି ଛକ' ଭାବେ ନାମକରଣ କରାଯିବା ସହ ଏକ ଭବ୍ୟ ବାଇକ୍ ରାଲି ଓ ମଶାଲ ପଦଯାତ୍ରା ଅନୁଷ୍ଠିତ ହେବ । ଏହି ରାଲି କୋଶଳ କଳା ମଣ୍ଡଳ ପର୍ଯ୍ୟନ୍ତ ଆୟୋଜିତ ହେବ । କୋଶଳ କଳା ମଣ୍ଡଳରେ ରାଲି ପହଞ୍ଚିବା ପରେ ଆଭାସୀ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ମଶାଲ ଯାତ୍ରା ବଲାଙ୍ଗୀର ଜିଲ୍ଲାର ପ୍ରମୁଖ ୫ଟି ନିର୍ବାଚନ ମଣ୍ଡଳୀରୁ ବାହାରି ଆସିବ ।
ଏହି ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର, ଜିଲ୍ଲା କ୍ରୀଡ଼ା ଅଧିକାରୀ ହରି ଓମ୍ ଶମ୍ଭୁ ନାରାୟଣ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି, କ୍ରୀଡ଼ା ଛାତ୍ରାବାସ ଅଧିକ୍ଷକ ପରାଶର ବାଗ, ପୌରପାଳିକା ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରିୟବ୍ରତ ମହାନ୍ତିଙ୍କ ସମେତ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ, ପୋଲିସ ପ୍ରଶାସନର କର୍ମକର୍ତ୍ତା ଏବଂ ବିଭିନ୍ନ ବିଭାଗର ପ୍ରତିନିଧିମାନେ ଯୋଗଦେଇ ଯାତ୍ରାର ରୂପରେଖ, ସୁରକ୍ଷା ବ୍ୟବସ୍ଥା ଏବଂ ବିଭିନ୍ନ ବିଭାଗର ଦାୟିତ୍ୱ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଜିଲ୍ଲାରେ ଏହି କାର୍ଯ୍ୟକ୍ରମକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like