-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ

05-Oct-2026



ଟିଟିଲାଗଡ଼(ପ୍ରେରଣା ଖବର): ରବିବାର ଦିନ ଟିଟିଲାଗଡ ପୌର ପରିଷଦର କଲ୍ୟାଣ ମଣ୍ଡପ ଠାରେ ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ବାଳକ ଓ ବାଳିକା ବର୍ଗରୁ ସମୁଦାୟ ୨୦୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରି କାତା ଏବଂ ଫାଇଟ୍‌ ପ୍ରଦର୍ଶନ କରିଥିଲେ। ଉନ୍ନତ ପ୍ରଦର୍ଶନ ସହ ଟିଟିଲାଗଡ଼ ଟିମ୍ ଚାମ୍ପିଅନ୍ ହୋଇଥିବା ବେଳେ କଳାହାଣ୍ଡି ଟିମ୍ ରନର୍ସ-ଅପ୍ ଆଖ୍ୟା ଅର୍ଜନ କରିଛି।
ଏହି ପ୍ରତିଯୋଗିତାରେ ୧୨ ଜଣ ବିଚାରକ ଦାୟିତ୍ୱ ତୁଲାଇଥିଲେ। ସେନ୍‌ସେଇ ସୁରଶୀ ଜାଲ ୟାଦବ, ହୃଦୟ ଶବର, ବ୍ୟାସଦେବ ବେହେରା, ବିନୋଦ ସୁନା, ଗୋପାଳ ଚନ୍ଦ୍ର ଦୀପ, ଅଶ୍ୱିନ କୁମାର ଭୋଇ, ଚନ୍ଦ୍ରଶେଖର ଥେଟ, ଭୂପେନ୍ଦ୍ର କୁମାର, ରାହୁଲ ଜାଲ, ସୟନ କୁମାର ବେହେରା, ଗୋପାଳକୃଷ୍ଣ ସାହୁ ଏବଂ ଶ୍ରଦ୍ଧାଞ୍ଜଳୀ ଜାଲ ପ୍ରମୁଖ ଉପସ୍ଥିତ ରହି ମ୍ୟାଚ ପରିଚାଳନା କରିଥିଲେ।
ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ଟିଟିଲାଗଡ଼ ବିଧାୟକ ଶ୍ରୀଯୁକ୍ତ ନବୀନ କୁମାର ଜୈନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉଦ୍‌ଯାପନୀ ସମାରୋହରେ ଓମ ଭ୍ୟାଲି ସ୍କୁଲର ପ୍ରତିଷ୍ଠାତା ଲାୟନ୍ ଶ୍ରୀ ଦୀପକ କୁମାର ସାହୁ ଉପସ୍ଥିତ ରହି କୃତୀ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ।ଏହି ସମଗ୍ର ପ୍ରତିଯୋଗିତାକୁ ଟିଟିଲାଗଡ଼ ଉତ୍କଳ କରାଟେ ସ୍କୁଲର ସଭାପତି ମନୋଜ କୁମାର ମିଶ୍ର, ଉପ-ସଭାପତି ସତ୍ୟଦର୍ଶୀ ପଣ୍ଡା ଏବଂ ସମ୍ପାଦକ ସୁରେଶ ଚନ୍ଦ୍ର ଜାଲ୍ ସୂଚାରୁରୂପେ ଆୟୋଜନ ଓ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like