-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ

06-Oct-2026



ବରଗଡ(ତୁଳସୀ ଚରଣ ଦାଶ): ମାନବିକତା ଓ ସେବା ମନୋଭାବର ଏକ ଉଜ୍ଜ୍ୱଳ ଉଦାହରଣ ସୃଷ୍ଟି କରିଛନ୍ତି ଟିଟିଲାଗଡ଼ର ସୁଦୀପ ତ୍ରିପାଠୀ। ଟିଟିଲାଗଡ଼ ବଏଜ୍ ହାଇସ୍କୁଲରେ କିରାଣୀ ଭାବେ କାର୍ଯ୍ୟରତ ସୁଦୀପ ସୋସିଆଲ ମିଡିଆ ମାଧ୍ୟମରେ ଜାଣିବାକୁ ପାଇଥିଲେ ଯେ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସାଧୀନ ମାତ୍ର ୩୨ ଦିନର ଏକ ଶିଶୁ ପାଇଁ A2B+ ରକ୍ତ ଆବଶ୍ୟକତା ଅଛି,
ଏହି ଖବର ଜାଣିବା ପରେ ସୁଦୀପ ନିଜ କାର୍ଯ୍ୟସ୍ଥଳରୁ ଛୁଟି ନେଇ, ନିଜ ଖର୍ଚ୍ଚରେ କାର୍ ଯୋଗେ ଟିଟିଲାଗଡ଼ରୁ ବରଗଡ଼ ଆସି ବରଗଡ଼ ରକ୍ତ ଭଣ୍ଡାରରେ ରକ୍ତଦାନ କରିଥିଲେ। ରକ୍ତଦାନ ପାଇଁ ଆସିବା ସମୟରେ ଯାତାୟାତ ଖର୍ଚ୍ଚ ମଧ୍ୟ ସେ ନିଜେ ବହନ କରିଥିଲେ।
ଶିଶୁର ପରିବାର ପକ୍ଷରୁ ତାଙ୍କୁ ଯାତାୟାତ ଖର୍ଚ୍ଚ ସମେତ କିଛି ଟଙ୍କା ଦେବା ପାଇଁ ବାରମ୍ବାର ଅନୁରୋଧ କରାଯାଇଥିଲେ ମଧ୍ୟ ସୁଦୀପ ତ୍ରିପାଠୀ ତାହା ନେବାକୁ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଥିଲେ। ତାଙ୍କ ପାଇଁ ଜଣେ ଅସହାୟ ଶିଶୁର ଜୀବନ ବଞ୍ଚାଇବା ହିଁ ସବୁଠାରୁ ବଡ଼ କଥା ଥିଲା।
ଏହି ମାନବିକ ପ୍ରୟାସରେ ସଂଘମିତ୍ରା ପଟେଲଙ୍କ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସୋସିଆଲ ମିଡିଆରେ ରକ୍ତର ଆବଶ୍ୟକତା ସମ୍ପର୍କରେ ସୂଚନା ପ୍ରଚାର ହେବା ପରେ ସୁଦୀପ ଏହି ମହତ୍ କାର୍ଯ୍ୟ ପାଇଁ ଆଗେଇ ଆସିଥିଲେ।
“A2B+ ରକ୍ତ ସହଜରେ ମିଳୁନଥିବା ସମୟରେ ସୁଦୀପ ତ୍ରିପାଠୀଙ୍କ ଏଭଳି ମାନବିକ ପଦକ୍ଷେପ ନିଶ୍ଚିତ ଭାବେ ପ୍ରଶଂସନୀୟ”, ବୋଲି ସଂଘମିତ୍ରା ପଟେଲ କହିଛନ୍ତି। ବରଗଡ ରେ ମାତ୍ର 2 ଟି ରକ୍ତ ଦାତା A2B+ ଅଛନ୍ତି, ତାଙ୍କୁ contact କରା ହୋଇଥିଲା ସେମାନେ ଅଗରୁ ଦେଇସାରିଥିଲେ, ଜାଣିବା ପାରେ ସଂଘମିତ୍ରାଙ୍କ ପାଇଁ ଚାଲେଞ ମନୋଭାବ ଆସିଥିଲା ଠିକ ସେ ସମୟ ରେ  ସୂଦୀପ ତ୍ରିପାଠୀ ଫୋନ ଯୋଗେ ମୋର A2B+ ବୋଲି ସଂଘମିତ୍ରାଙ୍କୁ ଜଣାଇଥିଲେ 
ରକ୍ତଦାନ ପରେ ଶିଶୁର ପରିବାର ସଦସ୍ୟମାନେ ଭାବବିହ୍ୱଳ ହୋଇ ସୁଦୀପଙ୍କୁ ଧନ୍ୟବାଦ ଜଣାଇଥିଲେ। ପରିବାରର ଆଖିରେ ଲୁହ ଥିବା ବେଳେ ସେମାନେ କହିଥିଲେ, “ଆପଣ ଆମ ପାଇଁ ଭଗବାନଙ୍କ ଭଳି ଆସିଛନ୍ତି।”
ସୁଦୀପ ତ୍ରିପାଠୀଙ୍କ ଏହି ନିଃସ୍ୱାର୍ଥ ରକ୍ତଦାନ ମାନବିକତାର ଏକ ଅନନ୍ୟ ଉଦାହରଣ ହୋଇ ରହିବ। ରକ୍ତଦାନ କେବଳ ରକ୍ତ ଦେବା ନୁହେଁ, ବରଂ କାହାର ଜୀବନ ବଞ୍ଚାଇବାର ଏକ ମହାନ ପ୍ରୟାସ—ସୁଦୀପଙ୍କ ଏହି କାର୍ଯ୍ୟ ସେହି ବାର୍ତ୍ତାକୁ ପୁଣିଥରେ ସମାଜ ସମ୍ମୁଖରେ ରଖିଛି।
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like