-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ

06-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ଚାଇଲଡ ହେଲ୍ଫ ଲାଇନ ଡିପିସି ସୁଜିତଙ୍କ ତତ୍ୱାବଧାନରେ ଏକ ସ୍ୱତନ୍ତ୍ର ଟିମ ଗଠନ କରି ବୀରମହାରାଜପୁର ବ୍ଲକର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା l ଏହି କାର୍ଯକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକର ବସଷ୍ଟାଣ୍ଡ,ବଜାର ଜନଗହଳି ପୂର୍ଣ୍ଣ ସ୍ଥାନ ମାନଙ୍କରେ ଭିକ୍ଷା ବୃତ୍ତି  କରୁଥିବା ଶିଶୁ ଓ ଶିଶୁ ଶ୍ରମିକ ଭାବେ କାମ କରୁଥିବା ପ୍ରାୟ  ୧୦ ଜଣ ଶିଶୁଙ୍କୁ ଉଦ୍ଧାର କରିଛି ଜିଲ୍ଲା ଶିଶୁ ବିଭାଗ lସୂଚନା ଅନୁଯାୟୀ ଜିଲ୍ଲା ଚାଇଲ୍ଡ ହେଲ୍ପ ଲାଇନ,ଶିଶୁ କଲ୍ୟାଣ ସମିତି, ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଶ୍ରମ ବିଭାଗ ସୁବର୍ଣ୍ଣପୁର, ବୀରମହାରାଜପୁର ପୋଲିସ ଏବଂ ରୁଚିକା ଏନଜିଓର ସଦସ୍ୟମାନେ ମିଳିତ ଭାବେ ଏହି ଅଭିଯାନରେ ସାମିଲ ହୋଇଥିଲେ । ଉଦ୍ଧାର ହୋଇଥିବା ଶିଶୁ ମାନଙ୍କୁ  ଶିଶୁ କଲ୍ୟାଣ ସମିତି(CWC) ନିକଟରେ ଉପସ୍ଥାପନା କରାଯାଇଛି।ଶିଶୁମାନଙ୍କୁ ପାଠ ପଢା,ସ୍ୱାସ୍ଥ୍ୟ ବ୍ୟବସ୍ଥା ଏବଂ ଥଇଥାନ ପାଇଁ ବ୍ୟବସ୍ଥା କରାଯିବ ବୋଲି ସ୍ୱତନ୍ତ୍ର ଟିମ୍ ସୂଚନା ଦେଇଛନ୍ତି ।ଏହା ବ୍ୟତୀତ ଯଦି ଆପଣଙ୍କ ଆଖପାଖରେ କେହି ଶିଶୁ ଶ୍ରମିକ,ଶିଶୁ ଭିକ୍ଷାବୃତ୍ତି,ଶିଶୁ ବାହାଘର,ଶିଶୁ ପରିତ୍ୟକ୍ତା  ଦେଖନ୍ତି ତେବେ 1098 ନମ୍ବରରେ କଲ୍ କରିବା ପାଇଁ ମଧ୍ୟ ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଜିତ କୁମାର ମିଶ୍ର ଚାଇଲ୍ଡ ହେଲ୍ପ ଲାଇନ ତରଫରୁ ଆହ୍ୱାନ କରିଛନ୍ତି l ଏହି ଚଡାଉ କାର୍ଯକ୍ରମରେ ଲୀନା ବାବୁ ଅଧ୍ୟକ୍ଷା ଶିଶୁକଲ୍ୟାଣ ସମିତି,  ସୁଜିତ କୁମାର ମିଶ୍ର ଜିଲ୍ଲା ପ୍ରକଳ୍ପ ସଂଯୋଜକ ଜିଲ୍ଲା ଚାଇଲ୍ଡ ହେଲ୍ପ ଲାଇନ ସୁବର୍ଣ୍ଣପୁର, ପରାମର୍ଶଦାତା ସୁଧୀର କୁମାର ଦାସ,ମଣ୍ଟୁ ବାରିକ,ପ୍ରଶାନ୍ତ ମହାକୁଡ଼,ଗୌତମ ମହାପାତ୍ର, ଶାଶ୍ୱତ ସୁମ୍ୟକାନ୍ତ ସାହୁ,ଏଏଲଓ ବୀରମହାରାଜପୁର ଚିନ୍ମୟ ମେହେର ଏଏଲ୍ଓ ବିନିକା, ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସୁବର୍ଣ୍ଣପୁର ତଟିନି ବିଶ୍ୱାଳ, ସଂଯୋଜିକା ରୁଚିକା ଏବଂ ରିଙ୍କିନା ସ୍ୱାଇଁ, ସଦସ୍ୟା ରୁଚିକା ସକ୍ରିୟ ଉପସ୍ଥିତ ଥିଲେ।ସେହିପରି ଉପସ୍ଥାପନା ସମୟରେ ଲୀନା ବାବୁଙ୍କ ସମେତ ଅଞ୍ଜଳି ନେଗି,କେଶବ ମେହେର ଏବଂ ବ୍ରଜେନ୍ଦ୍ର ବିଶି ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ସମ୍ପାଦନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like