-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା

06-Oct-2026



ବରପାଲି - (ସୁଦାମ ଦୀପ)     ବରପାଲି ବ୍ଲକ ଅନ୍ତର୍ଗତ ବରମକେଲା ଗ୍ରାମ ପଞ୍ଚାୟତ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଆଦିବାସୀ ଦଳିତ ଓ ଓବିସି ବର୍ଗର ଲୋକମାନେ ଦୀର୍ଘ ୫୦ ବର୍ଷରୁ ଉର୍ଦ୍ଧ୍ବ ହେବ ସରକାରଙ୍କ ଠାରୁ ସିଲିଂ ଜମି ପାଇଥିଲେ ଦଖଲ ବି ମଧ୍ୟ କରି ଆସୁଥିଲେ ହେଲେ ତାଙ୍କୁ ନେଟ୍ ପଟ୍ଟା ନ ମିଳିବାରୁ ଠିକ୍ ହିସାବରେ ଧାନ ବିକ୍ରୀ କରି ପାରୁ ନଥିଲେ  ଏବଂ ଧାର ଆଣିଥିବା ସାର ଔଷଧର ଟଙ୍କାକୁ ସୁଝି ପାରୁ ନଥିଲେ ସେଥିପାଇଁ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘକୁ  ଲିଖିତ ଭାବରେ ଜଣାଇଥିଲେ ତାପରେ ସଂଘର ପ୍ରତିଷ୍ଠାତା ଶ୍ରୀମାନ୍ ଗୋବର୍ଦ୍ଧନ ଭୋଏଙ୍କ ନିଦ୍ଧେର୍ଶକ୍ରମେ ତାଙ୍କରି ପ୍ରଚେଷ୍ଟାରେ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରଗଡ଼ ଜିଲ୍ଲା ପକ୍ଷରୁ ବରପାଲି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ୮.ଦିନଧରି ଆମରଣ ଅନଶନ କରା ଯାଇଥିଲା ବହୁତ ତହସିଲଦାର ପ୍ରତିଶୃତି ଦେଇ ଅନ୍ୟ ତହସିଲକୁ ବଦଲି  ଯାଉଥିଲେ ଯେଉଁ ଦିନ ଠାରୁ  ବରପାଲି ତହସିଲଦାର ଭାବେ ରୁକ୍ମଣ ମେହେର ଦାୟିତ୍ଵ ନେଲାପରେ  ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରଗଡ଼ ଜିଲ୍ଲା ସଂଘର ପ୍ରତିଷ୍ଠାତା ଶ୍ରୀମାନ୍ ଗୋବର୍ଦ୍ଧନ ଭୋଏ, ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଗୋବିନ୍ଦ ବରିହା , ଜିଲ୍ଲା ସମ୍ପାଦକ ଶ୍ରୀ ତ୍ରିଲୋଚନ ଭୁଏ ଏବଂ ବରପାଲି ବ୍ଲକ ସଭାପତି ଶ୍ରୀ ଧର୍ମରାଜ ସିଂ ବରିହା ବ୍ଲକ ସମ୍ପାଦକ ଶ୍ରୀ ଧନେଶ୍ଵର ସିଂ ତହସିଲଦାରଙ୍କୁ ଭେଟି ସଂଘ ଆଲୋଚନା କରିଥିଲା । ଏଥିପାଇଁ ତହସିଲଦାର ସଂଘର  ଅଭିଯୋଗକୁ ଆଖି ଆଗରେ ରଖି ଗ୍ରୀଣ୍ଡୋଲା ଗ୍ରାମରେ  ସିଲିଂ ଜମି ପାଇଥିବା ୧୭ ଜଣ ହୀତା ଧିକାରୀମାନଙ୍କୃ  ନେଟ୍ ପଟ୍ଟା ପ୍ରଦାନ କଲେ , ଏହି ଅବସରରେ  ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରଗଡ଼ ଜିଲ୍ଲାର ଜିଲ୍ଲା ସମ୍ପାଦକ ଶ୍ରୀ ତ୍ରିଲୋଚନ ଭୁଏ  , ବରପାଲି ବ୍ଲକ ସଭାପତି ଶ୍ରୀ ଧର୍ମରାଜ ସିଂ ବରିହା , ବ୍ଲକ ମେମ୍ବର ଶ୍ରୀ ରାଜିନ୍ଦ୍ର ବରିହାଙ୍କ ଉପ ସ୍ଥିତିରେ  ତହସିଲଦାର ଶ୍ରୀ ରୁକ୍ମଣୀ ମେହେର ହୀତା ଧିକାରୀମାନଙ୍କୁ  ସିଲିଂ ଜମିର ନେଟ୍ ପଟ୍ଟା ପ୍ରଦାନ କରିଥିଲେ । ସଂଘର ପ୍ରତିଶୃତିକୁ ରଖି ତହସିଲଦାର ଗରିବ ଲୋକଙ୍କ ମନକୁ ଚିହ୍ନି ଥିବାରୁ, ଜିଲ୍ଲା ସମ୍ପାଦକ ତ୍ରିଲୋଚନ ଭୁଏ ବରପାଲି ତହସିଲଦାର ଏବଂ ତହସିଲର ସମସ୍ତ କର୍ମଚାରୀଙ୍କୁ ବ‌ହୁତ ପ୍ରଶଂସା କରି ଧନ୍ୟବାଦ୍ ଜଣାଉଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like