-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ

06-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ ‘ନମୋ ସେବା ଗାଥା’ ସରକାରୀ ମହିଳା ମହାବିଦ୍ୟାଳୟ ପରିସରରେ ପରିବେଷିତ ହୋଇଛି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜୀବନ, ସଂଘର୍ଷ ଓ ୨୫ ବର୍ଷର ଜନସେବାକୁ ଆଧାର କରି ଏହି ନାଟକ ପ୍ରସ୍ତୁତ କରାଯାଇଥିଲା। କଳାକାରମାନେ ତାଙ୍କ ଜୀବନର ବିଭିନ୍ନ ପର୍ଯ୍ୟାୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କ ଯାତ୍ରାକୁ ନାଟ୍ୟରୂପରେ ପ୍ରଦର୍ଶନ କରିଥିଲେ। ଏଥିରେ

ଜନସେବା, ପ୍ରତିବଦ୍ଧତା ଓ ରାଷ୍ଟ୍ର ଗଠନ ପ୍ରତି ତାଙ୍କ ଭୂମିକାକୁ ମଧ୍ୟ ଚିତ୍ରଣ କରାଯାଇଥିଲା।

ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବଲ୍ଲଭ ଧରୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବିଜେପି ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା, ଉପମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଗୋପାଳଜୀ ପାଣିଗ୍ରାହୀ, ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ, ସରକାରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଅରବିନ୍ଦ ଓଝା, ପଥପ୍ରାନ୍ତ ନାଟକର ଜିଲ୍ଲା ସଂଯୋଜକ ସୁଶାନ୍ତ ମହାନ୍ତି ଓ ଅମରଜିତ୍ ପଟେଲଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ମାନ୍ୟଗଣ୍ୟ ବ୍ୟକ୍ତି, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ଉପସ୍ଥିତ ଥିଲେ।

ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ସ୍ୱାଗତ ଭାଷଣ ଦେଇଥିବାବେଳେ ସନ୍ଦୀପ କଅଁର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଏହି ଅବସରରେ ଅତିଥିମାନେ ଜନସେବା, ସମାଜ

ମଙ୍ଗଳ ଓ ନିଷ୍ଠାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ମୋଦୀଙ୍କ ସାର୍ବଜନୀନ ଜୀବନର ବିଭିନ୍ନ ପର୍ଯ୍ୟାୟକୁ ନାଟ୍ୟରୂପରେ ଜୀବନ୍ତ ଭାବେ ଉପସ୍ଥାପନ କରାଯାଇଥିବାରୁ ଦର୍ଶକମାନେ ନାଟକକୁ ପ୍ରଶଂସା କରିଥିଲେ।

‘ନମୋ ସେବା ଗାଥା’ ମାଧ୍ୟମରେ ଜନସେବା, ଓ ଲୋକଙ୍କ ପ୍ରତି ଉତ୍ସର୍ଗୀକୃତ ମନୋଭାବ ଭଳି ମୂଲ୍ୟବୋଧକୁ ଉପସ୍ଥାପନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like