-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା

06-Oct-2026



କଟକ, ୬।୧୦:(ତପନ ମହାନ୍ତି) କଟକ ପୂର୍ତ୍ତ ବିଭାଗରେ ବିଲ୍‌ ପାସ୍‌ ଏବଂ ଠିକା କାମକୁ ନେଇ ଏକ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବଦଳି ଆଦେଶ ପରେ ନୂତନ କାର୍ଯ୍ୟସ୍ଥଳରେ ଯୋଗଦେଇଥିବା ଜଣେ ଇଂଜିନିୟର ପୁଣି ନିଜ ପୂର୍ବ କାର୍ଯ୍ୟସ୍ଥଳକୁ ଆସି ପୁରୁଣା ତାରିଖରେ ବିଭିନ୍ନ ବିଲ୍‌ରେ ଦସ୍ତଖତ କରୁଥିବା ନେଇ ଅଭିଯୋଗ ହେଉଛି। ଏହା ପଛରେ ଠିକାଦାରଙ୍କଠାରୁ କଥିତ ‘ପିସି’ ଆଦାୟ ଉଦ୍ଦେଶ୍ୟ ରହିଥିବା ନେଇ ମଧ୍ୟ ବିଭାଗୀୟ ମହଲରେ ଚର୍ଚ୍ଚା ଜୋର ଧରିଛି।ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ଇଂଜିନିୟରଙ୍କ ବଦଳି ହେବା ପରେ ସେ ନିର୍ଦ୍ଧାରିତ ସ୍ଥାନରେ ଯୋଗଦାନ କରିଥିଲେ। ତେବେ ଯୋଗଦାନ ପରେ ତାଙ୍କ ପୂର୍ବ କାର୍ଯ୍ୟସ୍ଥଳରେ ଥିବା କେତେକ ଠିକା କାମର ବିଲ୍‌ ଏବଂ ଅନ୍ୟାନ୍ୟ ଆର୍ଥିକ ନଥିପତ୍ରରେ ପୁରୁଣା ତାରିଖ ଦର୍ଶାଇ ଦସ୍ତଖତ କରାଯାଉଥିବା ନେଇ ପ୍ରଶ୍ନ ଉଠିଛି। ଯଦି ଏହି ଅଭିଯୋଗ ସତ୍ୟ ହୁଏ, ତେବେ ବଦଳି ଏବଂ ଯୋଗଦାନ ତାରିଖ ପରେ ପୂର୍ବ କାର୍ଯ୍ୟସ୍ଥଳର ବିଲ୍‌ରେ କେଉଁ ଅଧିକାର ବଳରେ ଦସ୍ତଖତ କରାଗଲା, ତାହା ତଦନ୍ତ ସାପେକ୍ଷ।ବିଶେଷକରି ବିଲ୍‌ ପ୍ରସ୍ତୁତି ତାରିଖ, ମେଜରମେଣ୍ଟ ବୁକ୍‌ (ଏମ୍‌ବି), ବିଲ୍‌ ଯାଞ୍ଚ ଓ ଅନୁମୋଦନ ତାରିଖ, ଅଧିକାରୀଙ୍କ ରିଲିଭ୍‌ ଓ ନୂତନ ସ୍ଥାନରେ ଯୋଗଦାନ ତାରିଖକୁ ମେଳ କରାଗଲେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିପାରିବ ବୋଲି ମତ ପ୍ରକାଶ ପାଉଛି।ଅନ୍ୟପଟେ, ବିଲ୍‌ ପାସ୍‌ କରାଇବା ଆଳରେ ଠିକାଦାରମାନଙ୍କଠାରୁ କଥିତ ଭାବେ ‘ପିସି’ ଦାବି କରାଯାଉଥିବା ଅଭିଯୋଗ ମଧ୍ୟ ଉଠିଛି। କିନ୍ତୁ ଏହି ଅଭିଯୋଗର ସ୍ୱତନ୍ତ୍ର ପୁଷ୍ଟି ଏପର୍ଯ୍ୟନ୍ତ ହୋଇପାରିନାହିଁ।
ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ପୂର୍ତ୍ତ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ରିଲିଭିଂ ଅର୍ଡର, ଜଏନିଂ ରିପୋର୍ଟ, ଏମ୍‌ବି, ବିଲ୍‌ ରେଜିଷ୍ଟର ଓ ଅନଲାଇନ୍‌ ରେକର୍ଡ ଯାଞ୍ଚ କରିବାକୁ ଦାବି ହେଉଛି। ଅଭିଯୋଗ ପ୍ରମାଣିତ ହେଲେ ଦାୟୀ ଅଧିକାରୀଙ୍କ ବିରୋଧରେ କଠୋର ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହ ଆବଶ୍ୟକ ହେଲେ ଭିଜିଲାନ୍ସ ତଦନ୍ତ କରାଯିବାକୁ ଦାବି ଉଠିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like