-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ

07-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା ନିର୍ଦ୍ଦେଶନାରେ ବଲାଙ୍ଗୀର ଜିଲ୍ଲା ନୋଡାଲ କଲେଜ ସରକାରୀ ଡିଗ୍ରୀ ମହାବିଦ୍ୟାଳୟ, ବଲାଙ୍ଗୀରର ପ୍ରେକ୍ଷାଳୟ ୦୨ ପରିସରରେ ଯୁବ ରେଡକ୍ରସ ଜିଲ୍ଲା କାର୍ଯ୍ୟକାରୀ କମିଟି  ବୈଠକ ୨୦୨୬–୨୭ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ଅନୁବନ୍ଧିତ ଡିଗ୍ରୀ ଏବଂ ଯୁକ୍ତଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ସମୁଦାୟ ୧୦୪ ଜଣ ଅଧ୍ୟକ୍ଷ ତଥା ଯୁବ ରେଡକ୍ରସ କାଉନସିଲର ଅଂଶଗ୍ରହଣ କରିଥିଲେ। ପ୍ରଦୀପ ପ୍ରଜ୍ଜ୍ୱଳନ, ପ୍ରାରମ୍ଭିକ ସଙ୍ଗୀତଗାନ ଓ ଯୁବ ରେଡକ୍ରସ ଶପଥ ପାଠ ପରେ ଅନୁଷ୍ଠିତ ଏହି ବୈଠକରେ ସରକାରୀ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଡିଡବ୍ଲୁସି ଅଧ୍ୟକ୍ଷ ଡ. କୌତୁକ ପନ୍ଦର ଅଧ୍ୟକ୍ଷତା କରି କହିଲେ ଯେ ଯୁବ ସମାଜ ମଧ୍ୟରେ ମାନବସେବା, ଶୃଙ୍ଖଳା, ବିପର୍ଯ୍ୟୟ ପରିଚାଳନା ଏବଂ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି କରିବାରେ ଯୁବ ରେଡକ୍ରସର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଜିଲ୍ଲା ଆବାହକ ସମ୍ପାଦକ ଲେଫ୍ଟନାଣ୍ଟ କୁଶ କହଁର ବୈଠକର ଆଭିମୁଖ୍ୟ ଉପସ୍ଥାପନ କରି ଜିଲ୍ଲାରେ ବ୍ୟାପକ ସେବା କାର୍ଯ୍ୟକ୍ରମ, କାଉନସିଲର ତାଲିମ, ଜିଲ୍ଲାସ୍ତରୀୟ ଶିବିର ଆୟୋଜନ ଏବଂ ରିଅଲ-ଟାଇମ୍ ଡିଜିଟାଲ ତଦାରଖ ଉପରେ ଆଲୋକପାତ କରିଥିଲେ। ମଞ୍ଚରେ ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ଡ. ଦୈତାରୀ ପୂଜାରୀ, ବରିଷ୍ଠ ପ୍ରାଧ୍ୟାପକ ଡ. ଶ୍ରୀକାନ୍ତ କୁମାର ବାରିକ ଏବଂ ମଞ୍ଚ ସଂଚାଳକ ଶ୍ରୀ ଅର୍ପିତା ପରିଛା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
 ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକ ସର୍ବସମ୍ମତିକ୍ରମେ ଗୃହୀତ ହୋଇଥିଲା 
୧. ୩ଟି ଷ୍ଟଡି କ୍ୟାମ୍ପ ଓ ୧ଟି କାଉନସିଲର ତାଲିମ ଶିବିର: ଚଳିତ ଶିକ୍ଷାବର୍ଷରେ ବଲାଙ୍ଗୀର ଜିଲ୍ଲାରେ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀଙ୍କ ପାଇଁ ୩ଟି ଜିଲ୍ଲାସ୍ତରୀୟ ଅଧ୍ୟୟନ ତଥା ଆବାସିକ ଶିବିର ଏବଂ ଅଣତାଲିମପ୍ରାପ୍ତ କାଉନସିଲରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ୧ଟି କାଉନସିଲର ତାଲିମ ଶିବିର  ଆୟୋଜନ କରିବାକୁ ନିଷ୍ପତ୍ତି ନିଆଗଲା।
 ୨. ୮ଟି ନିର୍ଦ୍ଦେଶିତ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ: ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ କଲେଜ ଓ ଯୁକ୍ତଦୁଇ ମାଧ୍ୟମିକ ବିଦ୍ୟାଳୟମାନଙ୍କରେ ରକ୍ତଦାନ ଓ ସଚେତନତା, ପ୍ରାଥମିକ ଚିକିତ୍ସା ତାଲିମ, ସଡ଼କ ସୁରକ୍ଷା, ଅଗ୍ନି ନିର୍ବାପକ ଡ୍ରିଲ୍, ବୃକ୍ଷରୋପଣ, ସ୍ୱଚ୍ଛତା ଅଭିଯାନ, ସ୍ୱାସ୍ଥ୍ୟ ସଚେତନତା ଏବଂ ରେଡ୍ ରିବନ କ୍ଲବ କାର୍ଯ୍ୟକ୍ରମ ବ୍ୟାପକ ଭାବେ ପାଳନ କରିବେ।
 ୩. ସ୍ଥାୟୀ ଗୁଗୁଲ(Google) ଫର୍ମ ଲିଙ୍କ୍ ଦ୍ୱାରା ରିଅଲ-

ଟାଇମ୍ ଡାଟା ସଂଗ୍ରହ: ପ୍ରତ୍ୟେକ କାର୍ଯ୍ୟକ୍ରମର ତଥ୍ୟ ତୁରନ୍ତ ନୋଡାଲ କଲେଜକୁ ସ୍ଥାନାନ୍ତର ଓ ସଂରକ୍ଷଣ କରିବା ପାଇଁ ଏକ ସ୍ଥାୟୀ ଗୁଗୁଲ ଫର୍ମ ପୋର୍ଟାଲ କାର୍ଯ୍ୟକ୍ଷମ କରାଗଲା, ଯାହା ଫଳରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ଅନୁସାରେ ତୁରନ୍ତ ରିପୋର୍ଟ ପ୍ରସ୍ତୁତ ଓ ପ୍ରେରଣ କରାଯାଇପାରିବ।
 ୪. ଶ୍ରେଷ୍ଠ କାଉନସିଲର ଓ ଶ୍ରେଷ୍ଠ ୟୁନିଟ୍ ଚୟନ: ଉକ୍ତ ଗୁଗୁଲ ଫର୍ମ ପୋର୍ଟାଲ ଏପରି ଭାବରେ ପ୍ରସ୍ତୁତ କରାଯାଇଛି, ଯାହା ମାଧ୍ୟମରେ ସ୍ୱଚ୍ଛ ଓ ତଥ୍ୟଭିତ୍ତିକ ଭାବରେ ଜିଲ୍ଲାର ଶ୍ରେଷ୍ଠ କାଉନସିଲର ଏବଂ ଶ୍ରେଷ୍ଠ କାର୍ଯ୍ୟଦକ୍ଷ ଯୁବ ରେଡକ୍ରସ ୟୁନିଟ୍ ଚୟନ କରାଯାଇ ପୁରସ୍କୃତ କରାଯିବ। ଶେଷରେ ଡ. ଶ୍ରୀକାନ୍ତ କୁମାର ବାରିକ  ସମସ୍ତଙ୍କୁ ଔପଚାରିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like