-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ

07-Oct-2026



ବରଗଡ଼: ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ଜିଲ୍ଲା ର ଅବସରପ୍ରାପ୍ତ ଷ୍ଟେଟ ବ୍ୟାଙ୍କ କର୍ମଚାରୀ ମାନଙ୍କୁ ନେଇ ବ୍ୟାଙ୍କର ସମ୍ମିଳନୀ କକ୍ଷରେ ଏକ ପେନସନର୍ସ ମିଟ ର ଆୟୋଜନ କରାଯାଇଥିଲା l ମେନେଜର ଏଚ.ଆର. ଶ୍ରୀ ଦିଲେଶ୍ଵର ମେହେର ସ୍ୱାଗତ ସମ୍ଭାଷଣ ଦେଇଥିଲେ l ରିଜିଅନାଲ ମେନେଜର ଶ୍ରୀ ଶ୍ରୀକାନ୍ତ କୁମାର ସାହୁ ତାଙ୍କ ଅଭିଭାଷଣରେ ପେନସନର୍ସ ମାନେ ଆମର ବଡ଼ ସମତ୍ତି ଓ ସେମାନେ ଆମର ଅଭିଜ୍ଞ ପରାମର୍ଶ ଦାତା, ତେଣୁ ସେମାନଙ୍କ ସମସ୍ୟା ସମାଧାନ ପାଇଁ ବ୍ୟାଙ୍କ ସବୁବେଳେ ଅଗ୍ରାଧିକାର ଦେବ ଓ ସେମାନେ ବି ଆମକୁ ତାଙ୍କର ଉଚିତ ପରାମର୍ଶ ଦେଇ ସାହାଯ୍ୟ କରନ୍ତୁ ବୋଲି କହିଥିଲେ l ସଭାରେ ଆର. ଏମ .ଶ୍ରୀ ସାହୁ ଙ୍କ ଦ୍ୱାରା ବୟୋଜ୍ୟେଷ୍ଠ ପେନସନର ଶ୍ରୀ ମନସି ଦୀପ ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା l ଶ୍ରୀ ଟିକେଶ୍ୱର ବେହେରା, ଗୋପୀନାଥ ଦେବତା, କୁଞ୍ଜ ବିହାରୀ ଭୋଇ,କୃଷ୍ଣ ଚନ୍ଦ୍ର ପଣ୍ଡା ଆଦି ପେନସନର୍ସ ମାନେ ପେନସନର ମାନଙ୍କ କିଛି ସମସ୍ୟା ଉପସ୍ଥାପନା କରିଥିଲେ l ଆର. ଏମ .ଶ୍ରୀ

ସାହୁ ସମସ୍ୟା ସବୁର ଆଶୁ ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ l ଶ୍ରୀ ରୋହିତ ଦାଶ ବୟସ୍କ ବ୍ୟକ୍ତି ଙ୍କ ଉଦ୍ଦେଶ୍ୟ ରେ ଲିଖିତ "ଯଦି ତୁମେ ବୁଢ଼ା ହୁଅ "ଶୀର୍ଷକ ରେ ଏକ ସୁନ୍ଦର କବିତା ପରିବେଷଣ କରିଥିଲେ l ଶ୍ରୀ ମନୋରଞ୍ଜନ ପୁଝାରୀ ଙ୍କ ଧନ୍ୟବାଦ ଅର୍ପଣ ପରେ ସଭା ର ପରିସମାପ୍ତି ଘୋଷଣା କରା ଯାଇଥିଲା l ଭାରତୀୟ ଷ୍ଟେଟ ବ୍ୟାଙ୍କ ର ଏ ଜନ ମଙ୍ଗଳକାରୀ ପଦକ୍ଷେପକୁ ପେନସନ ଉପଭୋକ୍ତା ମାନେ ପ୍ରଶଂସା କରିଥିଲେ l 
         ---------×××----------


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like