-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ

07-Oct-2026



ବଲାଙ୍ଗିର(ପ୍ରେରଣା ଖବର): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ବ୍ୟୁରୋ ପକ୍ଷରୁ କୁଳପତି ପ୍ରଫେସର ବିଭୂତି ଭୂଷଣ ମଲିକଙ୍କ ମାର୍ଗଦର୍ଶନରେ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ନିମନ୍ତେ ମନୋନୟନ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ମନୋନୟନ ଶିବିରରେ ବଲାଙ୍ଗିର ଓ ସୋନପୁର ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରୁ ୪୦ ଜଣ ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀ ଅଂଶଗ୍ରହଣ କରିଥିଲେ।ଶିବିରରେ ସ୍ୱେଚ୍ଛାସେବୀମାନଙ୍କର ଶାରୀରିକ ପରୀକ୍ଷାପ୍ୟାରେଡ୍,ଦୌଡ଼ ସହିତ ସାଂସ୍କୃତିକ ଦକ୍ଷତାର ମଧ୍ୟ ପରୀକ୍ଷା କରାଯାଇଥିଲା।
ବିଭିନ୍ନ ପର୍ଯ୍ୟାୟର ପରୀକ୍ଷା ପରେ ୬ ଜଣ ଛାତ୍ର ଓ ୪ ଜଣ ଛାତ୍ରୀଙ୍କୁ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ଶିବିରରେ ଅଂଶଗ୍ରହଣ ପାଇଁ ମନୋନୀତ କରାଯାଇଛି।ମନୋନୀତ ସ୍ୱେଚ୍ଛାସେବୀମାନେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ହେବାକୁ ଥିବା ପରବର୍ତ୍ତୀ ପର୍ଯ୍ୟାୟ ଶିବିରରେ ଅଂଶଗ୍ରହଣ କରିବେ।
ଶିବିର ପରିଚାଳନାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋର ସଂଯୋଜକ ଡ.ବଂଶୀଧର ଦୀପ,ବଲାଙ୍ଗିର ଜିଲ୍ଲା ଅଧିକାରୀ ଡ.ଅଜିତ କୁମାର ଭୋଇ,ସୋନପୁର ଜିଲ୍ଲା ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମିଶ୍ର,ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ଦିପ୍ତିମୟୀ ନାଏକ ଓ ସହାୟକ ମନୋରଞ୍ଜନ ପଟେଲ ପ୍ରମୁଖ ସହଯୋଗ କରିଥିଲେ।ଏଥିସହ ବିଭିନ୍ନ ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ ଡ.ଲକ୍ଷ୍ମଣ ମେହେର, ଭବାନୀଶଙ୍କର ବାରିକ,ଛନ୍ଦାଚରଣ ଖୁଣ୍ଟିଆ,ଯୁଧିଷ୍ଠିର ପ୍ରଧାନ,     ଡ.ମିନତି ଦେବତା ଓ ଅତୁଲ୍ୟ କୁମାର ଭୋଇ ଶିବିର ପରିଚାଳନା ରେ ସହଯୋଗ କରିଥିଲେ।
ଶିବିରର ବିଭିନ୍ନ ପରୀକ୍ଷା ଓ କାର୍ଯ୍ୟକ୍ରମକୁ ଭୂତପୂର୍ବ ସୈନିକ ଶ୍ରୀ ବିଜନ କୁମାର ପଣ୍ଡା,ଡା.ମନମୋହନ ବାଗ,ଖେଳ ଶିକ୍ଷକ ଦେବାଶିଷ ନାଗ ଓ ଡ.ସୁଶାନ୍ତ କୁମାର ପଣ୍ଡା ସୁଚାରୁ ରୂପେ ପରିଚାଳନା କରିଥିଲେ।
ଏହି ଶିବିରର ସଫଳ ପରିଚାଳନାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ୟୁନିଟ୍‌ର ସ୍ୱେଚ୍ଛାସେବୀ ସୋନାଲି ସେଠୀ,ମଧୁସ୍ମିତା ରାଉତ,ଆକାଶ ମେହେର,ବବ୍‌ଲୁ,ଆକାଶ ପଧାନଙ୍କ ସମେତ ଅନ୍ୟାନ୍ୟ ସ୍ୱେଚ୍ଛାସେବୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like