-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର

07-Oct-2026



ବରପାଲି : (ସୁଦାମ ଦୀପ )ସେବାକୁ ପ୍ରାଥମିକତା ଦେଇ ବିଜେପିର ‘ସେବା ସଂକଳ୍ପ ଅଭିଯାନ’ ସାଇପାଲି ମଣ୍ଡଳ ପକ୍ଷରୁ ଏକ ବୃହତ୍‌ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ବିଜେପୁର ବ୍ଲକ ସାଇପାଲିସ୍ଥିତ ସୁଭଦ୍ରା ଶକ୍ତି ମଣ୍ଡପରେ ହୋଇଥିବା ଏହି ଶିବିରରେ ଅଞ୍ଚଳର ବହୁ ଲୋକ ଯୋଗଦେଇ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ସୁବିଧା ନେଇଥିଲେ।ବିଜେପୁର ବିଧାୟକ ସନତ କୁମାର ଗଡ଼ତୀୟାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଶିବିରରେ ବରଗଡ଼ ବିକାଶ ହସ୍ପିଟାଲର ଡାକ୍ତରମାନେ ଉପସ୍ଥିତ ରହି ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ରୋଗ ଅନୁଯାୟୀ ଚିକିତ୍ସା ଓ ପରାମର୍ଶ ଦେଇଥିଲେ। ଶିବିରରେ ୮୦୦ରୁ ଅଧିକ ରୋଗୀ ଚିକିତ୍ସିତ ହୋଇଥିବା ବେଳେ ଆବଶ୍ୟକତା ଅନୁଯାୟୀ ରୋଗୀଙ୍କୁ ମାଗଣା ଔଷଧ ବଣ୍ଟନ କରାଯାଇଥିଲା।
ଶିବିରରେ ଚକ୍ଷୁ ପରୀକ୍ଷା ପାଇଁ ମଧ୍ୟ ବିଶେଷ ବ୍ୟବସ୍ଥା ହୋଇଥିଲା। ପରୀକ୍ଷା ପରେ ୫୦ ଜଣ ରୋଗୀଙ୍କୁ ଆଖି ଅପରେସନ ପାଇଁ ପଠାଯାଇଥିଲା। ଏହା ଫଳରେ ଦୀର୍ଘଦିନ ଧରି ଚକ୍ଷୁ ସମସ୍ୟାରେ ରହୁଥିବା ଅନେକ ରୋଗୀ ଆଗାମୀ ଚିକିତ୍ସା ପାଇଁ ସୁଯୋଗ ପାଇଛନ୍ତି।ଅନ୍ୟପଟେ, ଏହି ଅବସରରେ ଦଳୀୟ କାର୍ଯ୍ୟକର୍ତ୍ତା ଓ ଉପସ୍ଥିତ ଲୋକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରିଥିଲେ।
କାର୍ଯ୍ୟକ୍ରମ ପରିଚାଳନାରେ ସାଇପାଲି ମଣ୍ଡଳ ସଭାପତି ବୀର ସୁରେନ୍ଦ୍ର ସାହୁଙ୍କ ସମେତ ମଣ୍ଡଳର ସମସ୍ତ ପଦାଧିକାରୀ, ଶକ୍ତିକେନ୍ଦ୍ର ପ୍ରମୁଖ ଓ ବିଭିନ୍ନ ବୁଥର କାର୍ଯ୍ୟକର୍ତ୍ତାମାନେ ସକ୍ରିୟ ସହଯୋଗ କରିଥିଲେ। ରୋଗୀଙ୍କ ପଞ୍ଜୀକରଣଠାରୁ ଆରମ୍ଭ କରି ଡାକ୍ତରଙ୍କ ନିକଟକୁ ନେବା, ଔଷଧ ବଣ୍ଟନ ଓ ଅନ୍ୟାନ୍ୟ ବ୍ୟବସ୍ଥାରେ ସେମାନେ ଦାୟିତ୍ୱ ତୁଲାଇଥିଲେ।
ମାଗଣା ଚିକିତ୍ସା, ଔଷଧ ବଣ୍ଟନ ଓ ଚକ୍ଷୁ ଅପରେସନ ପାଇଁ ରୋଗୀ ଚୟନ ଭଳି ସେବା ମିଳିଥିବାରୁ ଶିବିରଟି ଅଞ୍ଚଳବାସୀଙ୍କ ପାଇଁ ଉପଯୋଗୀ ହୋଇଥିଲା। ଲୋକଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନିଜ ଅଞ୍ଚଳରେ ଚିକିତ୍ସା ସୁବିଧା ମାଧ୍ୟମରେ ସମାଧାନ କରିବା ଦିଗରେ ଏଭଳି ଶିବିର ଏକ ପ୍ରୟାସ ବୋଲି ଆୟୋଜକମାନେ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like