-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ

07-Oct-2026



କଳାହାଣ୍ଡି (ତ୍ରିନାଥ ବେଶ୍ରା )
 ଓଡିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ଆଜି  ମା ମାଣିକେଶ୍ୱରୀ ମନ୍ଦିର ନିକଟରୁ ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍ ପର୍ଯ୍ୟନ୍ତ ଏକ ସେବା ଜ୍ୟୋତି କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଏହି ପରିପେକ୍ଷୀରେ ଆଜି ସକାଳ ୮.୩୦ ମି ସମୟରେ ସେବା ଜ୍ୟୋତି କଳସ ଯାତ୍ରା ରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)ତନ୍ମୟ କୁମାର ଦରୱାନ,ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଉପ ନିର୍ଦ୍ଦେଶକ ଯୋଜନା ଓ ସ୍ଵମନ୍ନୟ ଶ୍ରୀକାନ୍ତ ଦଳେଇ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା ,ବି ଡି ଓ ଭବାନୀପାଟଣା ଚନ୍ଦନ ଭୋଇ,ଜିଲ୍ଲା କ୍ରୀଡା ଅଧିକାରୀ ,ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଅଂଶୁମାନ ବାବୁ ଙ୍କ ସହ ଶତାଧିକ ମହିଳା ମୁଣ୍ଡରେ କଳସ ଧରି ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

ଭାରତ ର ଆତ୍ମବିଶ୍ୱାସ, ସାମର୍ଥ୍ୟ ଓ ନୂଆ ଭାରତର ସଂକଳ୍ପ କୁ ନେଇ ଦେଶାତ୍ମବୋଧକ ନାରା ଦେଇ କଳସ ଯାତ୍ରା ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ ପହଞ୍ଚିଥିଲା। ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ ଭାରତର ମାନଚିତ୍ର ସ୍ୱରୂପ ଭାରତ ମଣ୍ଡପ ନିର୍ମାଣ କରାଯାଇ ଭାରତର ପ୍ରଗତିଶୀଳ ଚିନ୍ତାଧାରା ଓ ନିଜ ଦେଶ ପାଇଁ ନିଜ ଦାୟିତ୍ୱକୁ ସଚ୍ଚୋଟତା ର ସହ ପାଳନ କରିବାକୁ ଆହ୍ୱାନ ଦିଆଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like