-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-

08-Oct-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ରାମେଶ୍ୱର ଷ୍ଟାଡିଅମ୍ ଠାରେ ସେବା ଜ୍ୟୋତି ଯାତ୍ରା ମହା ସମାରୋହରେ ଆୟୋଜିତ ହୋଇଛି। ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ୩୦ ଦିନ ଧରି ଆୟୋଜିତ ହେଉଥିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସରକାରଙ୍କ ଜନକଲ୍ୟାଣମୂଳକ ଯୋଜନା, ନିଷ୍ପତ୍ତି ଓ ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ସହ ସେଗୁଡ଼ିକର ସୁଫଳ ତୃଣମୂଳସ୍ତରରେ ପହଞ୍ଚାଇବା।
। ଏଠାରେ ମାନ୍ୟବର ପ୍ରଧାନମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରି ସେବା ସଂକଳ୍ପ ଓ ରାଷ୍ଟ୍ର ନିର୍ମାଣର ଲକ୍ଷ୍ୟ ସମ୍ପର୍କରେ ପ୍ରେରଣା ଦେଇଥିଲେ। ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ହାସଲ ଦିଗରେ ସମସ୍ତଙ୍କ ଭାଗିଦାରିତାର ଗୁରୁତ୍ୱ ଉପରେ ସେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମ ଶେଷ ହେବା ପରେ ରାମେଶ୍ୱର ଷ୍ଟାଡିୟମଠାରୁ ଏକ ଜନସଚେତନତା ରାଲି ବାହାରି ସୁରେଶ୍ୱରୀ ମନ୍ଦିର ରୋଡ୍ ଦେଇ ନଳିନୀ ଛକ ଏବଂ ସେଠାରୁ ଆର୍‌ଟିଓ ଛକ ପର୍ଯ୍ୟନ୍ତ ଯାଇଥିଲା। ଆର୍‌ଟିଓ ଛକଠାରେ ସେବାର ପ୍ରତୀକ ଭାବେ ମଶାଲ ଜ୍ୟୋତି ପ୍ରଜ୍ୱଳନ କରାଯାଇଥିଲା। ଏହି ଅବସରରେ ଆର୍‌ଟିଓ ଛକକୁ ‘ସେବା ଜ୍ୟୋତି ଛକ’ ଭାବେ ନାମକରଣ କରାଯାଇଥିଲା।
ଏହି ଅବସରରେ ବୀରମହାରାଜପୁର ବିଧାୟକ ଇଞ୍ଜିନିୟର ରଘୁନାଥ ଜଗଦଲା କହିଥିଲେ ଯେ, ସରକାରଙ୍କ ପ୍ରତ୍ୟେକ ନିଷ୍ପତ୍ତିକୁ ଜନକୈନ୍ଦ୍ରିକ କରିବା ଏବଂ ସରକାରଙ୍କ ଯୋଜନା ଓ ସେବାର ସୁଫଳ ତୃଣମୂଳସ୍ତରରେ ଲୋକଙ୍କ ନିକଟରେ ପହଞ୍ଚାଇବା ହେଉଛି ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ମାସବ୍ୟାପୀ ଏହି ଅଭିଯାନରେ କୃଷକ, ବରିଷ୍ଠ ନାଗରିକ, ଶିଶୁ ଓ ଛାତ୍ରଛାତ୍ରୀଙ୍କ ସମେତ ବିଭିନ୍ନ ବର୍ଗ, ବୟସ ଓ ଅଞ୍ଚଳର ଲୋକଙ୍କୁ ସାମିଲ କରାଯାଇ ରାଷ୍ଟ୍ରର ସାମଗ୍ରିକ ବିକାଶ ଦିଗରେ ସଚେତନ କରାଯାଉଛି।
କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦେବାଶିଷ ସିଂହ, ସାମଜିକ କର୍ମୀ ପ୍ରମୋଦ ମହାପାତ୍ର, ସାଂସଦ ପ୍ରତିନିଧି ସାନନ୍ଦ ମେହେର ଙ୍କ ସମେତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like