-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*

08-Oct-2026



 (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ବନ ଖଣ୍ଡ କାର୍ଯ୍ୟାଳୟ ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ ହୋଇ ଯାଇଛି l ଆଜିର ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ ଯୋଗ ଦେଇ ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡି ହୋଇଛି ବୋଲି ମତ ରଖି ପ୍ରକୃତି ର ସନ୍ତୁଳନ ରକ୍ଷା କରିବା ଆମ ସମସ୍ତଙ୍କର ଗୁରୁ ଦାୟିତ୍ୱ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ଏସପି ଶ୍ରୀ ନାରାୟଣ ନାଏକ ଯୋଗ ଦେଇ କୌଣସି ବନ୍ୟ ପ୍ରାଣୀ ଙ୍କ ଶିକାର ନ କରିବାକୁ ଓ ନ ଖାଇବା କୁ ସଙ୍କଳ୍ପ କରାଇଥିଲେ l ଜିଲ୍ଲା ବନ ଖଣ୍ଡ ଅଧିକାରୀ ଶ୍ରୀ ବିଶ୍ୱ ରାଜ ପଣ୍ତା ଯୋଗ ଦେଇ ଶ୍ରୀ ଜଗନ୍ନାଥ, ମାତା ଲକ୍ଷ୍ମୀ ମାତା ଦୂର୍ଗା ଭଳି ଈଶ୍ୱର ଅନେକ ଙ୍କ ବାହନ ହେଉଛନ୍ତି ଗୋଟେ ଗୋଟେ ବନ୍ୟ ପ୍ରାଣୀ l ତେଣୁ ପ୍ରତ୍ୟେକ ବନ୍ୟ ପ୍ରାଣୀ ସଂରକ୍ଷଣ କରିବା ଆମ ଧର୍ମ , ଏହା ଆମର ସଂସ୍କୃତି ସଭ୍ୟତା ଆମ କୁ ଶିଖାଇଛି ବୋଲି କହିଥିଲେ ଲ

ଏ ସି ଏଫ୍ ମନୋରଞ୍ଜନ ବାଗ, ସି ଡି ଭି ଓ ବିରୂପାକ୍ଷ ନାୟକ, ଜୁଲୋଜି ପ୍ରାଧ୍ୟାପକ ଉମାକାନ୍ତ ନାଗ ବନ୍ୟ ପ୍ରାଣୀ ସଂରକ୍ଷଣ ଦିଗରେ ମତ ରଖି ଥିବା ବେଳେ କର୍ମଯୋଗୀ ଗୋବିନ୍ଦ ମହାରଣା ଯୋଗ ଦେଇ  ନିଜ ର ସୁସ୍ଥ ଜୀବନ ଯାପନ ପାଇଁ ମଣିଷ ଅନୁଭବ କରୁଛି ଯେ ବନ୍ୟ ପ୍ରାଣୀ ଙ୍କୁ ଦୟା ନୁହେଁ ଶ୍ରଦ୍ଧା ଆବଶ୍ୟକ ବୋଲି କହିଥିଲେ l ଏହି ଅବସରରେ ବନ୍ୟ ଜନ୍ତୁ ଙ୍କ ସୁରକ୍ଷା କୁ ନେଇ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଅନୁଷ୍ଟିତ କୁଇଜ୍ ଓ ସିଟ୍ ଏଣ୍ଡ ଡ୍ର ପ୍ରତିଯୋଗିତା ର କୃତି ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଥିଲା l ବନ ଓ ବନ୍ୟ ପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ରଖି ମୁଖ୍ୟମନ୍ତ୍ରୀ ଙ୍କ ଠାରୁ ୨୫ ହଜାର ଟଙ୍କା ଆର୍ଥିକ ପୁରସ୍କାର ଓ ମାନପତ୍ର ଗ୍ରହଣ କରିଥିବା ଜିଲ୍ଲା ର ସୋନପୁର ବନାଞ୍ଚଳ ର ସିଦ୍ଧାର୍ଥ ସାହୁ ଓ ବୀର ମହାରାଜ ବନାଞ୍ଚଳ ର ଲୋକନାଥ ଜଗ ଦଲାଙ୍କୁ ଜିଲ୍ଲାପାଳ ଙ୍କ ଦ୍ୱାରା ପୁରସ୍କୃତ କରା ଯାଇଥିଲା l  ଏସ ଏମ୍ ଏସ ପ୍ରକାଶ ସାହୁ ସଭା ସଂଯୋଜନା କରିଥିବା ବେଳେ ଏ ସି ଏଫ୍ ଗିରିଧାରୀ ନାଗ ଧନ୍ଯବାଦ ଅର୍ପଣ କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମରେ ସୋନପୁର ରେଞ୍ଜର ସୁଭାଷ ମହାପାତ୍ର, ଉଲୁଣ୍ଡା ରେଞ୍ଜର ଦେବରାଜ ଛତ୍ରିଆ,  ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର ଙ୍କ ସମେତ ଜିଲ୍ଲା ର ସମସ୍ତ ବନାଞ୍ଚଳ ଅଧିକାରୀ, ଫରେଷ୍ଟର ଜିଲ୍ଲା ବନ ଖଣ୍ଡ କାର୍ଯ୍ୟାଳୟ ର କର୍ମଚାରୀ  , ବୁଦ୍ଧିଜୀବି, ସାମ୍ୱାଦିକ , ସମସ୍ତ  କର୍ମଚାରୀ ଗଜ ସାଥୀ, ସ୍କ୍ୱାର୍ଡ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like